Posted inଜାତୀୟ

ନୂଆ ମାର୍ଗଦର୍ଶିକା ଜାରି କଲେ ନିର୍ବାଚନ କମିଶନ: ୨୫ ପ୍ରତିଶତ କମିଲା ଷ୍ଟାର ପ୍ରଚାରକଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୧୦: କରୋନା ମହାମାରୀ ସଙ୍କଟ ସମୟରେ ହେଉଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନିର୍ବାଚନ କମିଶନ ନୂଆ ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିରେ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକଙ୍କ ସଂଖ୍ୟାକୁ ୨୫ ପ୍ରତିଶତ କମାଇ ଦିଆଯାଇଛି। ନିର୍ବାଚନ ପ୍ରଚାର କରିବାର ୪୮ ଘଣ୍ଟା ଅର୍ଥାତ୍‌ ୨ ଦିନ ପୂର୍ବରୁ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ଜିଲା ପ୍ରଶାସନଙ୍କୁ ଦେବା ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ପୂବର୍’ରୁଧାର୍ଯ୍ୟ ସମୟ ସୀମା ୧୦ ଦିନ ଥିଲା। ମାତ୍ର କରୋନା ମହାମାରୀ ସଙ୍କଟକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ନିର୍ବାଚନରେ ଜାତୀୟସ୍ତରୀୟ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକଙ୍କ ସଂଖ୍ୟା ୪୦ ଥିଲା। ତେବେ ଏବେ ଏହାକୁ ୩୦କୁ କମାଇ ଦିଆଯାଇଛି। ଏହାଠାରୁ ଅଧିକ ପ୍ରଚାରକ ନିର୍ବାଚନ ରାଲି ଅବା ସଭାରେ ଯୋଗଦେଇ ପାରିବେ ନାହିଁ। ସେହିପରି ରାଜ୍ୟ ସ୍ତରୀୟ ରାଜନୈତିକ ଦଳର ନିର୍ବାଚନ ପ୍ରଚାରରେ ୨୦ ଷ୍ଟାର ପ୍ରଚାରକ ଯୋଗଦେଉଥିବାବେଳେ ଏବେ ଏହି ସଂଖ୍ୟା ୧୫ରେ ସୀମିତ ରହିବ। କରୋନା ମହାମାରୀ ମାର୍ଗଦର୍ଶିକାକୁ ନିର୍ବାଚନ ପ୍ରଚାରରେ ପାଳନ କରାଯିବା ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri