Posted inଜାତୀୟ

‘ଆକ୍ରମଣ ପାଇଁ ନୁହେଁ, ଦୁର୍ଘଟଣାରେ ଆହତ ହୋଇଛନ୍ତି ମମତା’ : ଇସି

କୋଲକାତା,୧୪।୩ : ନନ୍ଦିଗ୍ରାମ ରୋଡ୍‌ଶୋ ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆହତ ହୋଇଥିଲେ। ଏହାକୁ ଆକ୍ରମଣ ଦର୍ଶାଇ ନିର୍ବାଚନ ଆୟୋଗ (ଇସି) ନିକଟରେ ହାଜର ହୋଇଥିଲା ତୃଣମୂଳ କଂଗ୍ରେସ। ତେବେ ଆକ୍ରମଣ ପାଇଁ ନୁହେଁ, ଦୁର୍ଘଟଣା କାରଣରୁ ମମତା ଆହତ ହୋଇଥିବା ଇସ ରବିବାର ପକ୍ଷରୁ କୁହାଯାଇଛି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍‌ ପ୍ଲସ ସୁରକ୍ଷା ଯୋଗାଇବାରେ ବିଫଳ ହୋଇଥିବା ସୁରକ୍ଷା ନିର୍ଦ୍ଦେଶକ ବିବେକ ସାହାୟଙ୍କୁ ତୁରନ୍ତ ନିଲମ୍ବିତ କରିବାକୁ ଇସି ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ବିରୋଧରେ ମାମଲ ଦାୟର କରାଯିବା ଦରକାର ଥିବା ନିର୍ବାଚନ ଆୟୋଗ ପକ୍ଷରୁ କୁହାଯାଇଛି। କମିଶନକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ଆହତ ସର୍ମ୍ପକିତ ରିପୋର୍ଟ ଦିଆଯାଇଥିଲା। କମିଶନ ଘଟଣା ସମ୍ପର୍କରେ ଆଲୋଚନା କରିବା ପରେ ସୁରକ୍ଷା ଦାୟିତ୍ୱରେ ପୋଲିସ ଅଧିକାରୀ ଏଥି ପାଇଁ ଦାୟୀ ବୋଲି କହିଛନ୍ତି। ଜେଡ୍‌ ପ୍ଲସ ସୁରକ୍ଷା ପାଇଥିବା ମମତା ନିୟମ ଅନୁସାରେ, ବୁଲେଟ୍‌ ପ୍ରୁଫ ଗାଡ଼ିରେ ଯାଇଥାନ୍ତେ। କିନ୍ତୁ ଏଭଳି ହୋଇ ନ ଥିଲା। ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀ ବୁଲେଟ୍‌ ପ୍ରୁଫ ଗାଡ଼ିରେ ବସିଥିବା କମିଶନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri