Posted inଜାତୀୟ

ତ୍ରିପୁରାରେ ମତଦାନ ବୃଦ୍ଧି ପାଇଁ ନିର୍ବାଚନ ଆୟୋଗ ମିଶନ-୯୨୯ ଅନ୍ତର୍ଗତ କରିବ ପ୍ରୟାସ…

ନୂଆଦିଲ୍ଲୀ,୧।୧ : ଚଳିତ ବର୍ଷ ପ୍ରାରମ୍ଭରେ ହେବାକୁ ଥିବା ତ୍ରିପୁରା ବିଧାନସଭା ନିର୍ବାଚନରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତ ହେଉଛି। ଭୋଟରଙ୍କ ସଂଖ୍ୟା ୯୦ ପ୍ରତିଶତରୁ ଅଧିକ କରିବାକୁ ଆୟୋଗ ମିଶନ-୯୨୯ ଉପରେ କାର୍ଯ୍ୟ କରିବାକୁ ଯାଉଛି। ଏଥିପାଇଁ ୯୨୯ ମତଦାନ କେନ୍ଦ୍ର ଉପରେ ଧ୍ୟାନ ଦିଆଯିବ।

ରବିବାର ନିର୍ବାଚନ ଆୟୋଗର ଜଣେ ଅଧିକାରୀ କହିଛନ୍ତି ଯେ ୨୦୧୮ ବିଧାନସଭା ନିର୍ବାଚନରେ ଏହି ବୁଥଗୁଡିକରେ ୮୯ ପ୍ରତିଶତରୁ କମ ମତଦାନ ରେକର୍ଡ କରାଯାଇଛି। ବର୍ତ୍ତମାନ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଁ ସଚେତନତା ଅଭିଯାନ ବ୍ୟତୀତ ନିର୍ବାଚନ ଅଧିକାରୀମାନେ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗଙ୍କୁ ଭେଟି ଭୋଟ ଦେବାକୁ ନିବେଦନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ମଦ ପିଇ ୪ମୃତ, ଅନେକ ହସ୍ପିଟାଲରେ ଭର୍ତ୍ତି

ଅହମଦାବାଦ,୨୫।୭: ଗୁଜରାଟର ବୋଟାଡ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବୋଟାଡ ଜିଲା ରୋଜିଦ ଗାଁରେ ବିଷାକ୍ତ ମଦ ପିଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ଜ୍ଞାନବାପି ପରିସରରେ ଶିବଲିଙ୍ଗ ପୂଜା ରାୟ ସଂରକ୍ଷିତ

ବାରାଣସୀ,୭।୬: ବାରାଣସୀର ଜ୍ଞାନବାପି ମସ୍‌ଜିଦ ପରିସରରେ ଗତ ମେ’ରେ ଭିଡିଓଗ୍ରାଫି ସର୍ଭେ ବେଳେ ମିଳିଥିବା ଶିବଲିଙ୍ଗ ଢାଞ୍ଚାକୁ ପୂଜା କରିବା ଲାଗି ଅନୁମତି ଦେବାକୁ ଦାଏର...

ଗୋଡ଼ରେ କଲେ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାୟନସଭା ନିର୍ବାଚନ ପାଇଁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି।୧୪ଟି ଜିଲାରେ ୯୩ ବିଧାନସଭା ଆସନରେ ସକାଳ ୮ଟାରୁ ସନ୍ଧ୍ୟା ୫ଟା...

ମମତାଙ୍କ ବିରୋଧୀ ଏକତାକୁ ଝଟ୍‌କା, ଏପିପି-ଟିଆର୍‌ଏସ୍‌ ବୈଠକରୁ ଦୂରେଇବା ଆଶଙ୍କା …

ନୂଆଦିଲ୍ଲୀ, ୧୫।୬ : ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିରୋଧୀ ଦଳକୁ ଏକଜୁଟ କରିବାକୁ ଚେଷ୍ଟା କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧୀ ଏକତାକୁ ଏକ...

ଅର୍ଣ୍ଣବ-ବିଏଆର୍‌ସି ପୂର୍ବତନ ସିଇଓଙ୍କ ଚାଟ୍‌ ଭାଇରାଲ

ମୁମ୍ବାଇ, ୧୭।୧: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଗିରଫ ହୋଇଥିବା ଟିଭି ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ...

ଉତ୍ତରପୂର୍ବ ରାଜ୍ୟରୁ ହଟିଲା ଆଫ୍‌ସା

ନୂଆଦିଲ୍ଲୀ,୩୧।୩: ଦେଶର ଉତ୍ତରପୂର୍ବ ରାଜ୍ୟମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ନାଗାଲାଣ୍ଡ, ଆସାମ ଏବଂ ମଣିପୁର ଆଦି ଉତ୍ତରପୂର୍ବ...

ପଞ୍ଜାବକୁ ମିଳିପାରେ ନୂଆ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୯ ।୯: ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ନବଜୋତ ସିଂ ସିଦ୍ଧୁ ଇସ୍ତଫା ଦେବା ପରେ ଏବେ ଦିଲ୍ଲୀଠାରୁ ଚଣ୍ଡିଗଡ଼ ପର୍ଯ୍ୟନ୍ତ ରାଜନୀତି ହୋଇଛି ସରଗରମ...

ଶୋପିଆନ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧ ।୪: ଜମ୍ମୁ-କଶ୍ମୀରର ଶୋପିଆନରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଶୁକ୍ରବାର ଶୋପିଆନର ତୁର୍କୱାନଗମରେ ଏନକାଉଣ୍ଟର ଆରମ୍ଭ କରାଯାଇଥିବା ବେଳେ...

Advertisement
Archives

Model This Week