ବିହାର ନିର୍ବାଚନ ତାରିଖ ଘୋଷଣା କଲେ ନିର୍ବାଚନ କମିଶନର, ଏହିଦିନ ହେବ…

ପାଟ୍‌ନା,୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ଏହି ନିର୍ବାଚନ ନଭେମ୍ବର ୬ରେ ଅନୁଷ୍ଠିତ ହେବ। ତେବେ ଉକ୍ତ ନିର୍ବାଚନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ନଭେମ୍ବର ୧୧ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଥିବାବେଳେ ୧୪ରେ ଭୋଟ୍‌ ଗଣତି ହେବ ବୋଲି ନିର୍ବାଚନ କମିଶନର ଘୋଷଣା କରିଛନ୍ତି।

ଉକ୍ତ ନିର୍ବାଚନରେ ମୋଟ୍‌ ୭ କୋଟି ୪୨ ଲକ୍ଷ ଭୋଟର ମତଦାନ କରିବାକୁ ଥିବାବେଳେ ୯୦୭୧୨ ପୋଲିଂ ବୁଥ୍‌ ରହିଥିବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନର।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ରୋହିତ-ବିରାଟଙ୍କ ଟେଷ୍ଟ ଅବସର ପଛରେ କିଏ? ଗମ୍ଭୀରଙ୍କ ବଡ଼ ବୟାନ: ‘ଭୁଲ୍ ହୋଇଥାଇପାରେ’

କୋଲକାତା,୧୬।୩: ଭାରତୀୟ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଷ୍ଟାର୍ ବ୍ୟାଟସମ୍ୟାନ୍ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ସନ୍ନ୍ୟାସ ନେବା…

ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରଥମ ତାଲିକା ପ୍ରକାଶ କଲା ଭାଜପା, ଏଥର ପୁଣି ମମତା-ଶୁଭେନ୍ଦୁଙ୍କ କଡ଼ା ଟକ୍କର

କୋଲକାତା,୧୬ା୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ୧୪୪ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାରତୀୟ ଜନତା ପାର୍ଟି ଶୁଭେନ୍ଦୁ ଅଧିକାରୀ ଏବଂ ଦିଲୀପ ଘୋଷଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri