Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଲେ ନିର୍ବାଚନ କମିଶନର ଅରୁଣ ଗୋଏଲ

ନୂଆଦିଲ୍ଲୀ,୯ା୩: ଲୋକ ସଭା ନିର୍ବାଚନର ଘୋଷଣା ହେବାର ସପ୍ତାହେ ପୂର୍ବରୁ ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ ନେଇ ନିର୍ବାଚନ କମିଶନର ଅରୁଣ ଗୋଏଲ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ଭାରତର ନିର୍ବାଚନ ଆୟୋଗ ପୂର୍ବରୁ ଏକ ପଦବୀ ଖାଲି ଥିଲା ବେଳେ ଏବେ କେବଳ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ରହିବ।

ମିଡ଼ିଆ ରିପୋର୍ଟ ଅନୁଯାୟୀ ଆସନ୍ତା ସପ୍ତାହରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା ହେବାର ସମ୍ଭାବନା ରହିଛି। ଏହା ପୂର୍ବରୁ ଗୋଏଲଙ୍କ ଇସ୍ତଫା ବର୍ତ୍ତମାନ ନିର୍ବାଚନ ତାରିଖ ଘୋଷଣା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଥିବା କହିଛନ୍ତି ଗୋଏଲ। ତେବେ ସରକାର ତାଙ୍କୁ ବର୍ତମାନ ପଦ ନ ଛାଡିବାକୁ କହିଥିଲେ ମଧ୍ୟ ସେ ତାଙ୍କ ନିଷ୍ପତି ବଦଳାଇ ନ ଥିବା ସେ କହିଛନ୍ତି।

ଇସ୍ତଫା ପାଇଁ ସ୍ୱାସ୍ଥ୍ୟ ଏକ କାରଣ ବୋଲି କଳ୍ପନାଜଳ୍ପନାରେ କୁହାଯାଉଥିଲେ ମଧ୍ୟ ତାହା ପ୍ରକୃତ କାରଣ ନୁହେଁ ଏବଂ ଗୋଏଲଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ସାଥି ଅଧିକାରୀ କହିଛନ୍ତି। ସେହିପରି ଜଣେ ଅଧିକାରୀ କହିଛନ୍ତି ଯେ ସରକାର ଅନ୍ୟ ନିର୍ବାଚନ କମିଶନର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

Hu ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?