Posted inଜାତୀୟ

୧୭ ନଭେମ୍ବରରେ ନିର୍ବାଚନୀ ଖର୍ଚ୍ଚ ସମୀକ୍ଷା…

କୋଲକାତା,୨୮।୯: ପଶ୍ଚିମବଙ୍ଗ ଭବାନୀପୁର ବିଧାନସଭା ଆସନରେ ସେପ୍ଟେମ୍ବର ୩୦ରେ ଉପନିର୍ବାଚନ ହେବ। ନିର୍ବାଚନରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ପାଇଁ କରାଯାଇଥିବା ଖର୍ଚ୍ଚର ସମୀକ୍ଷା ନଭେମ୍ବର ୧୭ରେ କରାଯିବ। ଏନେଇ ମଙ୍ଗଳବାର କୋଲକାତା ହାଇକୋର୍ଟଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଭବାନୀପୁର ଉପନିର୍ବାଚନରେ ବିଜୟ ହାସଲ କରିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଅପରିହାର୍ଯ୍ୟ ହୋଇପଡ଼ିଛି। ମମତାଙ୍କ ବିରୋଧରେ ଭାଜପା ପକ୍ଷରୁ ପ୍ରିୟଙ୍କା ଟେବରଓ୍ବାଲଙ୍କୁ ପ୍ରାର୍ଥୀ କରାଯାଇଛି। ଏହି ବିଧାନସଭା ଆସନରୁ ୨୦୧୧ ଏବଂ ୨୦୧୬ରେ ମମତା ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ଘୋଷଣା: ଦଶମ ଛାତ୍ରୀଛାତ୍ରଙ୍କୁ ଦେଲେ ଖୁସି ଖବର, ପରୀକ୍ଷା ପାଇଁ କରିପାରିବେ ମାଗଣା ବସ୍‌ଯାତ୍ରା

ନୂଆଦିଲ୍ଲୀ,୨୯।୨: ଛାତ୍ରାଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ବସରେ ଗଲେ ଦେବାକୁ ପଡ଼ିବନି ବସ ଭଡ଼ା। ପରୀକ୍ଷା କେନ୍ଦ୍ରକୁ ଏଥର ମାଗଣାରେ ଯାତ୍ରା କରିପାରିବେ।...

ବିନା ଟିକେଟ୍‌ରେ ଟ୍ରେନରେ ଯାତ୍ରା କରିହେବ କି? ଜାଣି ନିଅନ୍ତୁ ନିୟମ ଆଉ ଦେବାକୁ ପଡିବନି ଫାଇନ

ନୂଆଦିଲ୍ଲୀ,୨୯।୨: ବିମାନ, ଜାହାଜ କିମ୍ବା ଟ୍ରେନ ଯାତାୟତ ମଧ୍ୟରୁ ରେଳଯାତ୍ରା ଏବେ ଯାତାୟତା ପାଇଁ ସୁବିଧା ଓ ସହଜ ରାସ୍ତା ହୋଇଛି। ଗୋଟିଏ ସ୍ଥାନରୁ ଅନ୍ୟ...

କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି

ଶିମଲା,୨୯।୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ଭାଜପାକୁ ଯାଉଥିବା ରାଜ୍ୟ ସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ...

୨୦୨୪ର ସବୁଠାରୁ ଶକ୍ତିଶାଳୀ ଭାରତୀୟ ତାଲିକାରେ ମୋଦି ପ୍ରଥମ: ଜାଣନ୍ତୁ ଟପ୍‌-୧୦ କିଏ ସବୁ ଅଛନ୍ତି

ନୂଆଦିଲ୍ଲୀ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୪ର ସବୁଠାରୁ ଶକ୍ତିଶାଳୀ ଭାରତୀୟ ତାଲିକାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଏହି ତାଲିକାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୪ ମୃତ, ୨୧ ଆହତ: ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଭୋପାଳ,୨୯।୨: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ୨୧ ଜଣ ଆହତ ହୋଇଥିବା କୁହାଯାଉଛି। ଏକ...

‘ବ୍ରେକ୍‌ଫାଷ୍ଟ ମିଟିଂ’ ଡାକିଲେ ମୁଖ୍ୟମନ୍ତ୍ରୀ: ପହଞ୍ଚିଲେନି ବିକ୍ରମଦିତ୍ୟ ସିଂ

ଶିମଲା,୨୯।୨: ହିମାଚଳରେ ରାଜନୈତିକ ଝଡ ଧୀରେ ଧୀରେ ଶାନ୍ତ ହେବାକୁ ଲାଗୁଛି। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ତରଫରୁ ଗୁରୁବାର ଶିମଲାରେ ସମସ୍ତ କଂଗ୍ରେସ ବିଧାୟକଙ୍କ...

କେଜ୍‌ରିଓ୍ବାଲଙ୍କ ବିରୋଧରେ ନିର୍ବାଚନ ଲଢିବେ ମହାଠକ ସୁକେଶ ଚନ୍ଦ୍ରଶେଖର!

ନୂଆଦିଲ୍ଲୀ,୨୯।୨: ତିହାର ଜେଲରେ ରହୁଥିବା ଗ୍ୟାଙ୍ଗଷ୍ଟର ତଥା ମହାଠକ ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଭାପତି ଅରବିନ୍ଦ...

ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ

କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍‌ସି ନେତା ଶାହଜାହାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri