ହାଇକୋର୍ଟରେ ନିର୍ବାଚନି ଅନିୟମିତତା ମାମଲା: ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂଦେଓଙ୍କୁ ଜରିମାନା

କଟକ,୩୧ା୧(କାର୍ତ୍ତିକ ସାହୁ): ୨୦୨୪ ନିର୍ବାଚନରେ ଅନିୟମିତତା ଅଭିଯୋଗ ନେଇ ରୁଜୁ ମାମଲାରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓଙ୍କୁ ହାଇକୋର୍ଟ ୨ ହଜାର ଟଙ୍କା ଜରିମାନା କରିଛନ୍ତି। ଜବାବ ଦାଖଲ ପାଇଁ ତାରିଖ ଗଡ଼ାଇ ଚାଲିବା, ନିର୍ଦ୍ଧାରିତ ସମୟରେ ଜବାବ ଦାଖଲ ନ କରିବା ସହ ଅଧିକ ସମୟ ଚାହିଁବାରୁ ହାଇକୋର୍ଟ ବିଚାରପତି ଆନନ୍ଦ ଚନ୍ଦ୍ର ବେହେରା ୨ ହଜାର ଟଙ୍କା ଜରିମାନା କରି ତାଙ୍କ ଜବାବ ଗ୍ରହଣ ନିମନ୍ତେ ଆବେଦନକୁ ଅନୁମତି ପ୍ରଦାନ କରିଛନ୍ତି। ଉକ୍ତ ଜରିମାନା ଅର୍ଥ ହାଇକୋର୍ଟ ବାର୍‌ ଆସୋସିଏଶନ କଲ୍ୟାଣପାଣ୍ଠିିରେ ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ,…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri