ବିଧାୟକ ସାରଦାଙ୍କ ନାମରେ ନିର୍ବାଚନ ଅନିୟମିତତା ମାମଲା

କଟକ,୧୦ା୬ (କାର୍ତ୍ତିକ ସାହୁ) ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ହାଇକୋର୍ଟରେ ଦାୟର ହୋଇଛି ନିର୍ବାଚନୀ ଅନିୟମିତତା ପିଟିସନ୍‌। ପରାଜିତ ଏନ୍‌ସିପି ପ୍ରାର୍ଥୀ ରାଜ କୁମାର ଯାଦବ ଏହି ପିଟିସନ୍‌ ଦାୟର କରିଛନ୍ତି। ବିଧାୟକ ନାୟକ ପ୍ରାର୍ଥିପତ୍ର ଦାଖଲ ବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଯାଦବ ପିଟିସନ୍‌ରେ ଦର୍ଶାଇଛନ୍ତି। ସାରଦାଙ୍କ ସଭ୍ୟପଦ ରଦ୍ଦ କରାଯିବା ନେଇ ସେ ଦାବି ଉଠାଇଛନ୍ତି। ଫଳରେ ବିଧାୟକ ସାରଦାଙ୍କ ପାଇଁ ଏବେ ନିର୍ବାଚନୀ ଅଡ଼ୁଆ ସୃଷ୍ଟି ହୋଇଛି।
ସୂଚନା ଅନୁସାରେ, ସଦ୍ୟ ସମାପ୍ତ ହୋଇଥିବା ସାଧାରଣ ନିର୍ବାଚନ ୨୦୨୪ର ପ୍ରାର୍ଥିପତ୍ର ଦାଖଲ ବେଳେ ସାରଦା ମିଥ୍ୟା ସତ୍ୟପାଠ ଦେଇଛନ୍ତି। ସେଥିରେ ସେ ନିଜ ସମ୍ପତ୍ତି ସଂକ୍ରାନ୍ତୀୟ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିନାହାନ୍ତି। ଏଥିସହ ତାଙ୍କ ନାମରେ ରହିଥିବା ବିଭିନ୍ନ ଅପରାଧିକ ମାମଲାର ଠିକ୍‌ ତଥ୍ୟ ମଧ୍ୟ ସେ ଦେଇନାହାନ୍ତି। ହାଇକୋର୍ଟ ଏହି ଆବେଦନକୁ ବିଚାର ପାଇଁ ଗ୍ରହଣ କରିବା ସହ ତାଙ୍କ ସଭ୍ୟ ପଦ ରଦ୍ଦ କରିବାକୁ ଆବେଦନକାରୀ ନିଜର ଯୁକ୍ତି ଦର୍ଶାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri