ବାର ଆସୋସିଏଶନର ନିର୍ବାଚନ: ଚନ୍ଦ୍ରଶେଖର ସଭାପତି, ବୀରେନ୍ଦ୍ର ସମ୍ପାଦକ

ଫୁଲବାଣୀ, ୨୯ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ବାର ଆସୋସିଏଶନର ନିର୍ବାଚନ ଶନିବାର ଶେଷ ହୋଇଛି । ସଭାପତି ଭାବେ ଚନ୍ଦ୍ରଶେଖର ପରିଡା, ଉପସଭାପତି ଦିଲ୍ଲୀପ କୁମାର ବାନାର୍ଜୀ, ସମ୍ପାଦକ ଭାବେ ବୀରେନ୍ଦ୍ର କୁମାର ସୁବୁଦ୍ଧି, ଯୁଗ୍ମ ସମ୍ପାଦକ ଭାବେ ତୁଷାର କାନ୍ତ ନାୟକ, କୋଷାଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ସେନାପତି ଓ ଲାଇବ୍ରେରୀ ସମ୍ପାଦକ ଭାବେ ନମିତା ସାହୁ ନିର୍ବାଚିତ ହୋଇଛନ୍ତି । ସେହିପରି କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ବିଜୟ କୁମାର ମହାନ୍ତି, ଶିବ ପ୍ରସାଦ ତ୍ରିପାଠୀ, ଭି.ଭି ରାମଦାସ, ଦୁର୍ଗା ଶଙ୍କର ପଟ୍ଟନାୟକ, ନରେଶ କୁମାର ପାୀ, ବିଣାପାଣୀ ପ୍ରଧାନ ଓ ପ୍ରତାପ କୁମାର ବେହେରା ମନୋନୀତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri