ପିସିସି ସଭାପତି ଚୟନକୁ ଲାଗିବ ୨ ମାସ

ଭୁବନେଶ୍ୱର,୨୩।୮(ସୁନୀତ ମିଶ୍ର): ପିସିସି ସଭାପତି ଚୟନ ଆସନ୍ତା ୨ ମାସ ମଧ୍ୟରେ କରାଯିବ। ଦିଲ୍ଲୀରୁ କେତେଜଣ ନେତା ଆସି ଦଳର କେତେଜଣ ନେତାଙ୍କ ସହ ଆଲୋଚନାକରି ମତାମତ ନେବେ। ଏହା ସହ ବିଭିନ୍ନ ଉପାୟରେ ସର୍ଭେ କରାଯାଇ କାହାକୁ ସଭାପତି କଲେ ଠିକ୍‌ ହେବ, ସେନେଇ ମଧ୍ୟ ମତ ସଂଗ୍ରହ କରାଯିବ ବୋଲି ଷ୍ଟିୟରିଂ କମିଟି ଅଧ୍ୟକ୍ଷ ତଥା ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଥିବା ଜଣାପଡ଼ିଛି।
କଂଗ୍ରେସ ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ଗୁରୁବାର ଅଜୟ କୁମାରଙ୍କ ନେତୃତ୍ୱରେ କଂଗ୍ରେସ ଭବନରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ଜଣ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କ ମତାମତ ଲୋଡ଼ା ଯାଇଛି। ପ୍ରତି ୧୫ ଦିନରେ ଥରେ ଷ୍ଟିୟରିଂ କମିଟି ବୈଠକ ଅନୁଷ୍ଠିତ ହେବ। ସଭାପତି ଚୟନ ନେଇ ଅଜୟ ନିର୍ଦ୍ଦିଷ୍ଟ ସମୟ ଦେବା ପରେ ଦଳରେ ଆଶ୍ୱସ୍ତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri