ବିଜେଡି ନେତାଙ୍କ ଭଡ଼ା ଘରେ ପଶିଲେ ନିର୍ବାଚନ ଅଧିକାରୀ: ଆଉ ତା’ପରେ…

ନୂଆପଡା,୩୧।୧୦(ବୀରେନ୍ଦ୍ର କୁମାର ଝାଙ୍କର): ନୂଆପଡ଼ା ଉପନିର୍ବାଚନ ଚାଲିଥିବା ବେଳେ ଖରିଆର ରୋଡଠାରେ ଏକ ଭଡ଼ାଘର ନେଇ ରହୁଥିବା ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡେଇଙ୍କ ଭଡ଼ା ଘରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ ନିର୍ବାଚନ ଅଧିକାରୀ ପହଞ୍ଚି ଯାଞ୍ଚ କରିଥିଲେ। ଏହାକୁ ବିଜେଡି ନେତା ଓ କର୍ମୀମାନେ ଜୋରଦାର ବିରୋଧ କରି ସମ୍ପୃକ୍ତ ଅଧିକାରୀଙ୍କ କାରକୁ ଘେରାଉ କରିଥିଲେ। କାହା ନିର୍ଦ୍ଦେଶରେ ସେ ଭଡ଼ାଘରେ ପଶିଲେ ବୋଲି ବିଜେଡି କର୍ମୀ ଓ ନେତାମାନେ ପ୍ରଶ୍ନ କରିଥିଲେ। ଉକ୍ତ ଘରେ ଟଙ୍କା ଥିବା ସୂଚନା ପାଇ ନିର୍ବାଚନୀ ଅଧିକାରୀ ଜଣକ ସେହି ଘରେ ପଶିଥିଲେ ବୋଲି ପ୍ରଶ୍ନ କରିବା ସହ ସରକାରୀ ଦଳର ତାପରେ ଅଧିକାରୀ ବିଜେଡିକୁ ଏଭଳି ହଇରାଣ କରୁଥିବା ଅଭିଯୋଗ କରିଥିଲେ। ସେଠାରେ ବେଶ କିଛି ସମୟ ଧରି ବିଜେଡି କର୍ମୀ ଓ ପୋଲିସ ଭିତରେ ମୁହାଁମୁହିଁ ହୋଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri