Posted inଜାତୀୟ

ନିର୍ବାଚନ ପ୍ରସ୍ତୁତି ଆରମ୍ଭ: ୫ ରାଜ୍ୟରେ ପହଞ୍ଚିଲେ ସିଏପିଏଫ୍‌ ଯବାନ

ନୂଆଦିଲ୍ଲୀ,୨୦।୨: ଚଳିତ ବର୍ଷ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି। ରାଜ୍ୟଗୁଡ଼ିକ ହେଉଛି ଆସାମ, ପଶ୍ଚିମବଙ୍ଗ, ପୁଡୁଚେରୀ, ତାମିଲନାଡୁ ଏବଂ କେରଳ। ନିର୍ବାଚନ ଆୟୋଗଙ୍କ ଆଦେଶ ଅନୁଯାୟୀ, ବିଧାନସଭା ନିର୍ବାଚନ ଶାନ୍ତିପୂର୍ଣ୍ଣ ବାତାବରଣ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଏପିଏଫ୍‌) ଏହି ପାଞ୍ଚଟି ରାଜ୍ୟରେ ପହଞ୍ଚିଛନ୍ତି। ତାମିଲନାଡୁରେ ୪୦, ଆସାମରେ ୪୦, ପୁଡୁଚେରୀରେ ୧୦, ପଶ୍ଚିମବଙ୍ଗରେ ୧୨୫ ଏବଂ କେରଳରେ ୩୦ଟି ସିଏପିଏଫ୍‌ ଯବାନ ନିୟୋଜିତ ହେବେ। ନିର୍ବାଚନ ପ୍ରସ୍ତୁତିର ଏକ ଅଂଶ ଭାବରେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ ୧୨ଟି ଟିମ୍‌ ପଶ୍ଚିମବଙ୍ଗରେ ପହଞ୍ଚିଛନ୍ତି। ଏପ୍ରିଲ-ମେ ମାସରେ ରାଜ୍ୟର ୨୯୪ ସଦସ୍ୟ ବିଶିଷ୍ଟ ବିଧାନସଭା ପାଇଁ ନିର୍ବାଚନ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?