Posted inଜାତୀୟ

ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ, ୬୯୦ ଆସନ ପାଇଁ ହେବ ମତଗଣନା

ନୂଆଦିଲ୍ଲୀ,୧୦ ।୩: ଶେଷ ହେଲ ଅପେକ୍ଷା । ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଆସିବାକୁ ଯାଉଛି । ଆଉ ମାତ୍ର କିଛି ସମୟ ପରେ ମତଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ସମସ୍ତ ରାଜନୈତିକ ଦଳ ଏହି ଫଳାଫଳକୁ ନେଇ ଉତ୍ସାହିତ ଅଛନ୍ତି । ୫ ରାଜ୍ୟର ମୋଟ ୬୯୦ ଆସନର ଫଳାଫଳ ଅପେକ୍ଷାରେ ଦେଶବାସୀ । ଏଥିରେ ଉତ୍ତର ପ୍ରଦେଶର ୪୦୩, ପଞ୍ଜାବର ୧୧୭, ଗୋଆର ୪୦, ଉତ୍ତରାଖଣ୍ଡର ୭୦ ଓ ମଣିପୁରର ୬୦ ଆସନ ରହିଛି ।
ଉତ୍ତର ପ୍ରଦେଶ ଲାଗି ସଂଖ୍ୟା ଗରିଷ୍ଠତାର ସଂଖ୍ୟା ୨୦୨ ଥିବା ବେଳେ ଉତ୍ତରାଖଣ୍ଡର ୩୬, ମଣିପୁରର ୩୧ ଓ ପଞ୍ଜାବର ୫୯ ରହିଛି । ଅର୍ଥାତ୍ ଏହିସବୁ ରାଜ୍ୟରେ କୌଣସି ରାଜନୈତିକ ଦଳକୁ ସରକାର ଗଠନ କରିବାକୁ ହେଲେ ଏତିକି ଆସନରେ ବିଜୟ ଲାଭ କରିବାକୁ ପଡିବ । ଯେଉଁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହୋଇଛି ସେଥିମଧ୍ୟରୁ ୪ଟିରେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଥିବା ବେଳେ କେବଳ ପଞ୍ଜାବରେ କଂଗ୍ରେସ ସରକାର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri