Posted inଜାତୀୟ

ଶିବସେନାର ନିର୍ବାଚନୀ ଚିହ୍ନ ଉପରେ ଲାଗିଲା ରୋକ…

ମୁମ୍ବାଇ,୮।୧୦ : ମୁଖ୍ୟମନ୍ତ୍ରୀ ଏକନାତ ଶିନ୍ଦେ ଏବଂ ଉଦ୍ଧବ ଠାକ୍‌ରେଙ୍କ ମଧ୍ୟରେ କିଏ ଅସଲି ଶିବସେନା ନେଇ ବିବାଦ ଲାଗି ରହିଛି। ଏପରିସ୍ଥଳେ ଶିବସେନାର ନିର୍ବାଚନୀ ଚିହ୍ନ ଉପରେ ନିର୍ବାଚନ ଆୟୋଗ ରୋକ ଲଗାଇଛନ୍ତି। ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରି ନିର୍ବାଚନ ଆୟୋଗ ଏଭଳି କରିଛନ୍ତି। ମହାରାଷ୍ଟ୍ରର ଅନ୍ଧେରୀ ଉପନିର୍ବାଚନରେ ଶିନ୍ଦେ ଅବା ଉଦ୍ଧବ କୌଣସି ଗୋଷ୍ଠୀଙ୍କୁ ଶିବସେନାର ନିର୍ବାଚନୀ ଚିହ୍ନ ଧନୁତୀରରେ ନିର୍ବାଚନ ଲଢ଼ିବାକୁ ଅନୁମତି ମିଳି ନାହିଁ।

ତେବେ ଉଭୟ ଗୋଷ୍ଠୀଙ୍କୁ ଉପନିର୍ବାଚନ ଲଢ଼ିବା ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭିନ୍ନ ଭିନ୍ନ ଚିହ୍ନ ପ୍ରଦାନ କରାଯିବ। ଏନେଇ ଉଭୟ ଗୋଷ୍ଠୀଙ୍କୁ ନିଜ ନିଜର ପ୍ରାଥମିକତା ଜଣାଇବା ପାଇଁ ଅକ୍ଟୋବର ୧୦ ପର୍ଯ୍ୟନ୍ତ ସମୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri