୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ପର ନିର୍ବାଚନ ନେଇ ଗୁରୁବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ମତଦାନ ହୋଇଛି । ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍‌ଏସି ଏବଂ ୩ଟି ମହାନଗର ନିଗମ ପାଇଁ ଭୋଟ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ...

ଆସନ୍ତାକାଲି ଠାରୁ ରାଜ୍ୟରେ ପାଗ ପରିବର୍ତ୍ତନ

ଭୁବନେଶ୍ୱର,୬।୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଜୱାଦ’ ଗଭୀର ଅବପାତର ରୂପ ନେବା ପରେ ରବିବାର ଅପରାହ୍ଣରେ ଅବପାତରେ ପରିଣତ ହୋଇଥିଲା। ଆଉ ଏହି ଅବପାତ ଦୁର୍ବଳ...

ବିବାଦରେ ଶ୍ରୀମନ୍ଦିର ଫୁଲ ସଜ୍ଜା: ଜୟ ବିଜୟ ମୂର୍ତ୍ତି ଉପରେ ଚଢ଼ିଲେ କାରିଗର

ପୁରୀ ଅଫିସ,୩ା୭: ପ୍ରଥମ ଥର ପାଇଁ ଦିଲ୍ଲୀର ଜଣେ ଭକ୍ତ କେ.କେ. ଶର୍ମା ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ଭାବ ରଖି ଆଗେଇ ଆସିଛନ୍ତି।...

କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ...

ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ...

୩ ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ,୩ଇଭିଏମ୍‌ ଅଚଳ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲା ସଦରମହକୁମାରେ ଭୋଟ ଗଣତି କେନ୍ଦ୍ରରେ ପ୍ରଥମ ରାଉଣ୍ଡରେ ଖୋର୍ଦ୍ଧା, ଚିଲିକା ଓ ବେଗୁନିଆ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀମାନେ...

ଗୋଟିଏ ଦିନରେ ୧, ୪୧.୦୦୦ଜରିମାନା ଆଦାୟ

ଭଦ୍ରକ ଅଫିସ,୧୪।୪: ଜିଲାରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସୋମବାର ସକାଳୁ ସନ୍ଧ୍ୟା ଭିତରେ...

ଶଟ୍‌ଡାଉନ୍‌ରେ ଖୋଲା ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍‌ଡାଉନ୍‌ ସମ୍ପର୍କରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହି ସମୟରେ ପେଟ୍ରୋଲ ପମ୍ପ ଖୋଲା ରହିବ।...

Advertisement
Archives

Model This Week