ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୋଲିସ ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା ନିର୍ବାଚନ ମଣ୍ଡଳୀ ଓ କନ୍ଧମାଳ ଲୋକ ସଭା ଅଧୀନ ଗୋଟିଏ ସମେତ ୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୦ ତାରିଖରେ ହେବାକୁ ଥିବା ଭୋଟ୍‌ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶରେ ୨୦ ପ୍ଲାଟୁନ ସେଣ୍ଟ୍ରାଲ ଫୋର୍ସ ମୁତୟନ କରାଯାଇଛି। ଏଥିସହ ଜିଲାର ୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଜଣେ ଲେଖାଏ ଅତିରିକ୍ତ ଏସ୍‌ପି ମୁତୟନ ହେବେ ବୋଲି ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଶନିବାର ଏଠାରେ ସୂଚନା ଦେଇଛନ୍ତି। ଏଥିସହ ପ୍ରତି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୨ ଜଣ ଲେଖାଏ ଡିଏସ୍‌ପିଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri