Posted inଜାତୀୟ

ନିର୍ବାଚନୀ ହିଂସା: ସର୍ବାଧିକ ଦଙ୍ଗାଗ୍ରସ୍ତ ୧୭୬୭ ଆସନରେ ଟିଏମସିର ନିର୍ବିରୋଧ ବିଜୟ…

କୋଲକାତା,୨୪।୬ : ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା ବଢ଼ିବାରେ ଲାଗିଛି। ହିଂସା ମାଧ୍ୟମରେ କ୍ଷମତା ହାସଲ କରିବା ବଙ୍ଗଳାର ପରମ୍ପରା ପାଲଟିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଏହା ନୁହେଁ ଯେ ବର୍ତ୍ତମାନର ମୁଖ୍ୟନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ସମୟରେ ହିଂସା ଘଟୁଛି। ଯେତେବେଳେ ବାମପନ୍ଥୀ (ସିପିଏମ) ସରକାର କ୍ଷମତାରେ ଥିଲେ, ସେତେବେଳେ ମଧ୍ୟ ରାଜ୍ୟରେ ନିର୍ବାଚନୀ ରକ୍ତପାତ ହୋଇଥିଲା। ଏବେ ପଞ୍ଚାୟତ ନିର୍ବାଚନ ଘୋଷଣା ହେବା ମାତ୍ରେ ହିଂସାକାଣ୍ଡ ଆରମ୍ଭ ହୋଇଛି, ଯାହା ବର୍ତ୍ତମାନ ସୁଦ୍ଧା କମିନାହିଁ। ଏହି ହିଂସା ମଧ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଏବଂ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି ଏବଂ ନିର୍ବାଚନ ଆୟୋଗ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା ପ୍ରକାଶ କରିଛନ୍ତି।

ଏହି ତାଲିକା ଅନୁଯାୟୀ, ଆସନ ଦୃଷ୍ଟିରୁ ଦକ୍ଷିଣ ୨୪ ପରଗଣା ଶୀର୍ଷରେ ରହିଛି। ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ପଞ୍ଚାୟତ ସମିତି ଏବଂ ଦକ୍ଷିଣ ୨୪ ପରଗଣା ଜିଲାର ଜିଲା ପରିଷଦ ନିର୍ବାଚନ ପର୍ଯ୍ୟନ୍ତ ଶାସକ ଟିଏମସି ପ୍ରାର୍ଥୀମାନେ ରେକର୍ଡ ସଂଖ୍ୟକ ନିର୍ବିରୋଧ ବିଜୟ ହାସଲ କରିଛନ୍ତି। ଏସବୁ ଜିଲାରେ ନାମାଙ୍କନ ପତ୍ର ଦାଖଲ ସମୟରେ ସର୍ବାଧିକ ହିଂସା ଦେଖିବାକୁ ମିଳିଥିଲା ।

ଉଲ୍ଲେଖଯୋଗ୍ୟ, ପଞ୍ଚାୟତ ନିର୍ବାଚନରେ କ୍ଷମତାରେ ଥିବା ଦଳ ବ୍ୟତୀତ କୌଣସି ବିରୋଧୀ ଦଳ ଗ୍ରାମସଭା ଏବଂ ପଞ୍ଚାୟତ ସମିତିରେ ଶତପ୍ରତିଶତ ଆସନରେ ନିଜ ପ୍ରାର୍ଥୀ ଦେବାରେ ସକ୍ଷମ ହୋଇ ନାହାଁନ୍ତି। ରାଜନୈତିକ ବିଶେଷଜ୍ଞମାନଙ୍କ ଅନୁସାରେ ଏହା ପଛର କାରଣ ହେଉଛି ହିଂସା ଏବଂ ବିଭିନ୍ନ ପ୍ରକାରର ଭୟ, ଓ ବିରୋଧୀଙ୍କ ସାଂଗଠନିକ ଦୁର୍ବଳତା ମଧ୍ୟ ଏକ ମୁଖ୍ୟ କାରଣ। ନିର୍ବାଚନ ଆୟୋଗଙ୍କର ତଥ୍ୟ ଅନୁଯାୟୀ, ଦକ୍ଷିଣ ୨୪ ପରଜଣାରେ ମୋଟ ଗ୍ରାମପଞ୍ଚାୟତ ସଂଖ୍ୟ ୬୩୮୩ ଅଟେ। ସେଥିମଧ୍ୟରୁ ୧୭୬୭ ଟି ଆସନ ମମତା ବାନାର୍ଜୀଙ୍କ ପାର୍ଟି ଟିଏମସି ନିର୍ବିରୋଧରେ ଜିତିଛି। ଏହି ଜିଲାର ମୋଟ ପଞ୍ଚାୟତ ସମିତି ଆସନ ସଂଖ୍ୟା ୯୨୬, ସେଥିମଧ୍ୟରୁ ୨୩୩ ଟି ସିଟ ଟିଏମସି ଆକାଉଣ୍ଟକୁ ନିର୍ବିରୋଧରେ ଯାଇଛିି। ଏଥି ସହିତ ଟିଏମସି ୮୫ଟି ଜିଲା ପରିଷଦ ମଧ୍ୟରୁ ୮ ଟିରେ ନିର୍ବିରୋଧରେ ବିଜୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?