ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ,ସ୍ତ୍ରୀ ଗୁରୁତର

ସାଲେପୁର,୧୬।୨(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଶିଶୁଆ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ମଙ୍ଗଳବାର ରାତିରେ ବୋମା ମାଡ ହୋଇଛି । ଝରକାରେ ମାଡ ହୋଇ ଘର ଭିତରେ ବୋମା ବିଷ୍ପୋରଣ ହେବାରୁ ଦିଲ୍ଲୀପଙ୍କ ସ୍ତ୍ରୀ ନିରୁପମା ପତି ଗୁରୁତର ଆହତ ହୋଇଛନ୍ତି।ତାଙ୍କୁ ଚିକିତ୍ସା ପାଇଁ ସାଲେପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ତେବେ ରାଜନୈତିକ ଶତୃତାରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଇଛି। ବୋମା ମାଡ ପରେ ସପନପୁର ଗ୍ରାମ ସମେତ ସମଗ୍ର ଶିଶୁଆ ପଞ୍ଚାୟତରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ୧୦ ଲକ୍ଷ ମାସ୍କ ବଣ୍ଟାଯିବ

ପୁରୀ ଅଫିସ,୨୮।୬:ଦୁଇବର୍ଷର ବ୍ୟବଧାନ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାକୁ ଯାଉଛି। ତେବେ କରୋନା ସମ୍ପୂର୍ଣ୍ଣ ରୂପେ ନାଶ ହୋଇନାହିଁ। ତେଣୁ ସରକାର...

ଝଡ଼ାଫୁଙ୍କା ଆଳ: ଗୁଣିଆଙ୍କ ମାଡ଼ରେ ନାବାଳକ ଆହତ, ଗୁଣିଆ ଦମ୍ପତି ଚମ୍ପଟ

ଭୋଗରାଇ,୧୩।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମରଦା ଥାନା ଅଧୀନ ରାଣୀଗୁଡ଼ା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି l ଏହି ଗ୍ରାମର ଜଣେ...

ବାଲି ସଇରାତ ନ ଥାଇ ବେଆଇନ ବାଲି ଉଠାଣ

ମାହାଙ୍ଗା ୭ା୧୨(ସ୍ବ.ପ୍ର.): ମାହାଙ୍ଗା ତହସିଲରେ ବେଆଇନ୍‌ ବାଲି ଉଠାଣ ଦିନକୁ ଦିନ ବଢ଼ି ଚାଲିଛି। ମାତ୍ର ତହସିଲ ଅବା ପୋଲିସ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ...

ଆଜି ବରଗଡ଼ରେ ପହଞ୍ଚିବ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ: ୨ଟି ରାସ୍ତାରେ ୧୪୪ ଧାରା ଲାଗୁ କଲା ପ୍ରଶାସନ

ବରଗଡ଼ ଅଫିସ,୧୩।୬: ରାଜ୍ୟ ବାହାରେ ଥିବା ଶ୍ରମିକଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ ବରଗଡ଼ ଅଭିମୁଖେ ଆସୁଛି। ଶନିବାର ଦିନ ପ୍ରାୟ ୨ଟା ୩୦...

ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ

ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ...

ମନ ଜିଣିଲା ସଖୀନାଚ, ମୋହିନୀୟତ୍ୟମ୍‌ ନୃତ୍ୟ

ବ୍ରହ୍ମପୁର ଅଫିସ,୧୭ା୬-ପ୍ରସନ୍ନାକ୍ଷୀ ନୃତ୍ୟ ଅନୁଷ୍ଠାନ ପକ୍ଷରୁ ‘ପଞ୍ଚମବେଦ’ ଜାତୀୟ ଓଡିଶୀ ନୃତ୍ୟ ମହୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ନିର୍ଦ୍ଦେଶକ ନୁର ରାଜାଙ୍କ ପୌରୋହିତ୍ୟରେ ହିଲ୍‌ପାଟଣାସ୍ଥିତ ବିଜୁ...

୧୪୦୧ ଶିକ୍ଷକ ପଦବୀରୁ ୩୩୧ ଖାଲି

ଜଗତ୍‌ସିଂହପୁର ଅଫିସ, ୨୭ା୪: ରାଜ୍ୟ ସରକାର ଏବେ ଉଚ୍ଚ ବିଦ୍ୟାଳୟଗୁଡିକୁ ୫-ଟିରେ ରୂପାନ୍ତରଣ ଅଭିଯାନ ଜାରି ରଖିଛନ୍ତି। ଏହାଦ୍ୱାରା ସରକାରୀ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ଭିତ୍ତିଭୂମିର ଅଭାବ...

ମହାପ୍ରଭୁଙ୍କ ସେବାରେ କୁନି ଦଇତା ସେବକ ସର୍ବାଙ୍ଗ

ପୁରୀ ଅଫିସ, ୨୧ା୬:ମହାପ୍ରଭୁଙ୍କ ସେବାରେ ସୋମବାର କୁନି ଦଇତାପତି ସେବକ ସର୍ବାଙ୍ଗ ଦାସମହାପାତ୍ର ସାମିଲ ହୋଇଛନ୍ତି। ସେ ଅଣସର ତାଟି ଘରେ ପ୍ରବେଶ କରିବା ସହ...

Advertisement
Archives

Model This Week