ନିର୍ବାଚନ

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ ଲମ୍ବାଧାଡ଼ିରେ…

7 years ago

ବିଭିନ୍ନ ଦାବି ନେଇ ବଡ଼ଶାଳ ଗ୍ରାମବାସୀଙ୍କ ଭୋଟ ବର୍ଜନ ଚେତାବନୀ

କପ୍ତିପଦା,୧୮।୪(ଡି.ଏନ.ଏ): କପ୍ତିପଦା ବ୍ଲକ ଅଧିନ ଲାବଣ୍ୟଦେଇପୁର ପଞ୍ଚାୟତର ବଡ଼ଶାଳ ଗଁ।ର ଆଗାମୀ ନିର୍ବାଚନ ଅର୍ଥାତ୍‌ ଏପ୍ରିଲ ୨୯ରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଗଁ।ଲୋକେ ଭୋଟ…

7 years ago

ନୟାଗଡ଼ରେ ଭୋଟ ବର୍ଜନ

ନୟାଗଡ଼ ଅଫିସ,୧୮।୪: ନୟାଗଡ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ନୂଆଗାଁ ବ୍ଲକ ଡ଼ିପାମାଳ ମୌଜାର ନଟି ଗଁ।ର ଲୋକମାନେ ଭୋଟ ବର୍ଜନ କରିଛନ୍ତି। ଦୀର୍ଘ ଦିନ  ଧରି…

7 years ago

ନୟାଗଡ଼ରେ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଦଶପଲ୍ଲା,୧୮।୪(ଡି.ଏନ.ଏ): ନୟାଗଡ଼ ଦଶପଲ୍ଲା ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍‌ରେ ସକାଳୁ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି। ବିଧାନସଭା ଆସନ ପାଇଁ ୭ ଜଣ…

7 years ago

ପୋଲସରାରେ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ

ପୋଲସରା,୧୮।୪: ଗଞ୍ଜାମ ଜିଲା ପୋଲସରା ବିଧାନସଭା ମଣ୍ଡଳୀର ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ୨୧୬ ନଂ ଆଦର୍ଶ ବୁଥରେ ଭୋଟରମାନଙ୍କ ମଧ୍ୟରେ ଅସନ୍ତୋଷ…

7 years ago

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ ହୋଇଛି।…

7 years ago

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ ଉତ୍ସାହର…

7 years ago

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଏବେ…

7 years ago

ଢେଙ୍କାନାଳରେ ଭାଜପାର ବିଜୟ ସଂକଳ୍ପ ଶୋଭାଯାତ୍ରା: ବିଜେଡି, କଂଗ୍ରେସକୁ ଟାର୍ଗେଟ କଲେ ଅମିତ ଶାହ

ଢେଙ୍କାନାଳ ଅଫିସ, ୧୭।୪-ଢେଙ୍କାନାଳ ଜିଲା ମହିଷାପାଟ ପଡ଼ିଆରେ ବୁଧବାର ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଗଦେଇ ବିଜେଡି ଏବଂ…

7 years ago

ଶକ୍ତିପ୍ରଦର୍ଶନ କଲା ବିଜେଡି

ଭୁବନ, ୧୭।୪(ଡି.ଏନ୍‌.ଏ.)-ଭୁବନ ଏନ୍‌ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍‌ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ…

7 years ago