Posted inଜାତୀୟ

୪ ରାଜ୍ୟ ସଭା ଆସନ ପାଇଁ ଜାନୁୟାରୀ ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୨୩ା୧୨(ପି.ଟି.): ରାଜ୍ୟ ସଭାର ଖାଲି ହେବାକୁ ଥିବା ୪ଟି ଆସନ ଲାଗି ଜାନୁୟାରୀ ୪ରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ନିର୍ବାଚନ କମିଶନ ଶୁକ୍ରବାର ଘୋଷଣା କରିଛନ୍ତି। ଦିଲ୍ଲୀରୁ ୩ଟି ଏବଂ ସିକିମ୍‌ରୁ ଗୋଟିଏ ଆସନ ଖାଲି ହେବାକୁ ଯାଉଛି। ଜାନୁୟାରୀ ୨୭ରେ ଏଏପି ଏମ୍‌ପି ସଞ୍ଜୟ ସିଂ, ସୁଶୀଲ କୁମାର ଗୁପ୍ତା ଏବଂ ନାରାୟଣ ଦାସ ଗୁପ୍ତାଙ୍କ କାର୍ଯ୍ୟକାଳ ଶେଷ ହେବ। ସେହିପରି ସିକିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ ଏମ୍‌ପି ହିଶେ ଲାଚୁଙ୍ଗପାଙ୍କ କାର୍ଯ୍ୟକାଳ ଫେବୃୟାରୀ ୨୩ରେ ସରିବ। ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ସଞ୍ଜୟ ଗିରଫ ହୋଇ ଜେଲରେ ଅଛନ୍ତି। ବିଶୃଙ୍ଖଳିତ ବ୍ୟବହାର ପାଇଁ ଗତ ଜୁଲାଇ ୨୪ରେ ତାଙ୍କୁ ରାଜ୍ୟ ସଭାରୁ ନିଲମ୍ବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri