Posted inଜାତୀୟ

ଓମିକ୍ରନ୍ ପାଇଁ ଘୁଞ୍ଚାଇ ଦିଆଯାଉ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୨୭ ।୧: କଂଗ୍ରେସ ନେତା ଜଗଦିଶ ଶର୍ମା ଦିଲ୍ଲୀ ହାଇକୋର୍ଟରେ ୫ ରାଜ୍ୟରେ ହେବାକୁ ଯାଉଥିବା ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବାକୁ ଏକ ଜନସ୍ୱାର୍ଥ ମାମଲା ଦାୟର କରିଛନ୍ତି । ଏଥିରେ ସେ ଦର୍ଶାଇଛନ୍ତି ଦେଶରେ କରୋନା ମହାମାରୀର ଓମିକ୍ରନ୍ ଭାରିଏଣ୍ଟ ଦୃତ ଗତିରେ ପ୍ରସାର ଲାଭ କରୁଥିବାରୁ ଏହି ବିଧାନସଭା ନିର୍ବାଚନକୁ କିଛି ସପ୍ତାହ ବା କିଛି ମାସ ପାଇଁ ଘୁଞ୍ଚାଇ ଦିଆଯାଉ । ମହାମାରୀର ତୃତୀୟ ଲହର ସମୟରେ ଆବଶ୍ୟକ ସାମଗ୍ରୀ ଓ ସେବା ଯୋଗାଇ ଦେବାକୁ ଯୋଜନା ଉପସ୍ଥାପନ କରିବାକୁ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଲୋଡିଛନ୍ତି । ସେ କୋର୍ଟଙ୍କୁ କହିଛନ୍ତି ଯେ ସରକାର ଅକ୍ସିଜେନ ଉପଲବ୍ଧତା ଓ ବିତରଣ ପାଇଁ ଯୋଜନା ପ୍ରସ୍ତୁତ କରିବା ଓ ନିର୍ବାଚନ କମିଶନଙ୍କୁ ସମସ୍ତ ୫ ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ସପ୍ତାହ ବା କିଛି ମାସ ପାଇଁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦିଆଯାଉ । ଆହୁରି ମଧ୍ୟ ଯେଉଁଠାରେ ନିର୍ବାଚନ ହେଉଛି ସେଠାରୁ ଅନ୍ୟ ରାଜ୍ୟକୁ ଫେରୁଥିବା ଲୋକଙ୍କୁ ୧୪ ଦିନିଆ କ୍ୱାରାଣ୍ଟାଇନରେ ରଖାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?