ଜାନୁୟାରୀ ଶେଷ ସପ୍ତାହରେ ପାକିସ୍ତାନରେ ନିର୍ବାଚନ

ଇସଲାମାବାଦ,୨୧ା୯: ପାକିସ୍ତାନରେ ସାଧାରଣ ନିର୍ବାଚନ ୨୦୨୪ ଜାନୁୟାରୀ ଶେଷ ସପ୍ତାହରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି।

ଏକ ବିବୃତ୍ତିରେ ନିର୍ବାଚନ କମିଶନର କହିଛନ୍ତି, ଏହା ନିର୍ବାଚନ ମଣ୍ଡଳୀଗୁଡ଼ିକର ସୀମା ଉପରେ କାର୍ଯ୍ୟର ସମୀକ୍ଷା କରିଛି ଏବଂ ନିର୍ବାଚନମଣ୍ଡଳୀର ସୀମାବଦ୍ଧତା ପାଇଁ ପ୍ରାରମ୍ଭିକ ତାଲିକା ସେପ୍ଟେମ୍ବର ୨୭ରେ ପ୍ରକାଶ ପାଇବ।

पाकिस्तान चुनाव आयोग (ECP) ने कहा है कि आम चुनाव जनवरी 2024 के आखिरी हफ्ते में कराए जाएंगे. (FIle Photo-Reuters)

ତାଲିକା ସମ୍ବନ୍ଧରେ ଆପତ୍ତି ଏବଂ ପରାମର୍ଶ ଶୁଣିବା ପରେ ନଭେମ୍ବର ୩୦ରେ ଚୂଡ଼ାନ୍ତ ତାଲିକା ପ୍ରଦାନ କରାଯିବ। ଜାନୁୟାରୀ ୨୦୨୪ର ଶେଷ ସପ୍ତାହରେ ମତଦାନ ଅନୁଷ୍ଠିତ ହେବ ବୋଲି କମିଶନ କହିଛନ୍ତି।

କାର୍ଯ୍ୟକାଳ ଶେଷ ହେବାର କିଛି ଦିନ ପୂର୍ବରୁ ପୂର୍ବ ସରକାର ଘୋଷଣା କରିଥିଲେ ଯେ, ଏକ ନୂତନ ଜନଗଣନା ଶେଷ ହେବା ପରେ ଏବଂ ନୂତନ ନିର୍ବାଚନମଣ୍ଡଳୀ ସୀମା ଅଙ୍କନ ପରେ ହିଁ ନିର୍ବାଚନ ହୋଇପାରେ।

ଅଗଷ୍ଟ ୯ରେ ଲୋକ ସଭା ଭାଙ୍ଗିବାର ୯୦ ଦିନ ମଧ୍ୟରେ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?