ଫେବୃୟାରୀ ୧୧ରେ ପାକିସ୍ତାନରେ ନିର୍ବାଚନ

ଇସଲାମାବାଦ,୨ା୧: ପାକିସ୍ତାନରେ ନିର୍ବାଚନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଦେଶର ନିର୍ବାଚନ ଆୟୋଗ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରିଛନ୍ତି। ଫେବୃୟାରୀ ୧୧ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବାକୁ ଯାଉଛି। ଦେଶର ନିର୍ବାଚନ ଆୟୋଗ ଏନେଇ ଗୁରୁବାର ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛନ୍ତି। ପାକିସ୍ତାନ ନିର୍ବାଚନ କମିଶନଙ୍କ ଓକିଲ ସଜିଲ ସ୍ବାତୀ କହିଛନ୍ତି ଯେ, ନିର୍ବାଚନ ପାଇଁ ବାଟ ଫିଟାଇ ଜାନୁୟାରୀ ୨୯ସୁଦ୍ଧା ନିର୍ବାଚନମଣ୍ଡଳୀ ନିର୍ଣ୍ଣୟ ପ୍ରକ୍ରିୟା ଶେଷ ହେବ।

ସଂସଦ ଏବଂ ରାଜ୍ୟ ବିଧାନସଭା ଭଙ୍ଗ ହେବାର ୯୦ ଦିନ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ ଶୁଣାଣି ଆରମ୍ଭ କରିବା ପରେ ସଜିଲ ଏହା କହିଛନ୍ତି।

ପାକିସ୍ତାନର ପ୍ରଧାନ ବିଚାରପତି (ସିଜେପି) କାଜୀ ଫୈଜ ଇସା, ଜଷ୍ଟିସ ଅମିନ-ଉଦ୍‌-ଦିନ୍‌ ଖାନ ଏବଂ ଜଷ୍ଟିସ ଅତହାର ମୀନାଲାହଙ୍କ ତିନିଜଣିଆ ଖଣ୍ଡପୀଠ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri