Posted inଜାତୀୟ

ନବରାତ୍ର ଉପବାସ ସତ୍ତ୍ୱେ ଅଟକିବେନି ମୋଦି; ୯ ଦିନରେ ୨୦ରୁ ଅଧିକ ରାଲି-ଦୈନିକ ୩ହଜାର କିମି କରିବେ ଯାତ୍ରା

ନୂଆଦିଲ୍ଲୀ,୧୦।୪: ଚୈତ୍ର ନବରାତ୍ର ଆରମ୍ଭ ହୋଇଛି। ଏହି ନବରାତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପବାସ ରଖି ପୂର୍ବଭଳି ରାଲି କରିବେ। ୭୩ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦି ପ୍ରତ୍ୟେହ ବ୍ରତ ରଖିଥିଲେ ହେଁ ୨ ରୁ ୩ ହଜାର କିମି ଯାତ୍ରା କରିବେ। ଏଥିସହ ପୂର୍ବଭଳି ସମସ୍ତ କାର୍ଯ୍ୟକ୍ରମ ଜାରି ରଖିବେ। ପୂରା ୯ ଦିନ ଲାଗି ସେ ଭିନ୍ନ ଭିନ୍ନ ରାଜ୍ୟରେ ପ୍ରାୟ ୨୦ରୁ ଅଧିକ ଜସସମାବେଶରେ ଉଦ୍‌ବୋଧନ ଦେବା ସହ ରୋଡ ଶୋ’ କରିବେ।

ମୋଦି ଗତ ୪୫ ବର୍ଷ ଧରି ନବରାତ୍ରର ୯ ଦିନ ବ୍ରତ କରି ଆସୁଛନ୍ତି। ଉପବାସରେ ଥିଲେ ହେଁ ତାଙ୍କର ଦୈନିକ ଜୀବନଚର୍ଯ୍ୟା ଅନ୍ୟ ଦିନଗୁଡ଼ିକ ସହ ସମାନ। ଚଳିତ ବର୍ଷ ନିର୍ବାଚନ ଥିବାରୁ ସେ ନବରାତ୍ରରେ ଉପବାସ ସମୟରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ କୋହଳ କରିନାହାନ୍ତି। ମଙ୍ଗଳବାର ନବରାତ୍ରର ପ୍ରଥମ ଦିନରେ ସେ ୩ ରାଜ୍ୟ ଗସ୍ତ ସହ ୨ ରାଲି ଏବଂ ଗୋଟିଏ ରୋଡ ଶୋ’ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri