Posted inଜାତୀୟ

୬ଟି ରାଜ୍ୟରେ ୭ଟି ବିଧାନସଭା ଆସନରେ ଉପନିର୍ବାଚନ: ଭୋଟ ଗ୍ରହଣ ଆରମ୍ଭ

ନୂଆଦିଲ୍ଲୀ,୫।୯: ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ମଙ୍ଗଳବାର ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଧୁପଗୁଡି, ତ୍ରିପୁରାର ଧାନପୁର ଏବଂ ବକ୍ସନଗର, କେରଳର ପୁଡୁପାଲ୍ଲୀ, ଝାଡଖଣ୍ଡର ଡୁମ୍‌ରି, ଉତ୍ତରାଖଣ୍ଡ ବାଗେଶ୍ୱର ଏବଂ ଉତ୍ତରପ୍ରଦେଶର ସବୁଠାରୁ ପ୍ରସିଦ୍ଧ ଘୋସି ଆସନରେ ମତଦାନ ଅନୁଷ୍ଠିତ ହେଉଛି। ସେପ୍ଟେମ୍ବର ୮ରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ହେଲା ବିଜୟ ଥାଲାପତିଙ୍କ ରାଜତିଳକ, TVKକୁ ସମର୍ଥନ କଲା ଏହି ଦଳ..

ଚେନ୍ନାଇ,୯।୫: ଥାଲାପତି ବିଜୟ ତାମିଲନାଡୁରେ ସରକାର ଗଠନ କରିବାକୁ ପ୍ରସ୍ତୁତ। ଶନିବାର ସେ ଆଉ ଏକ ଦଳର ସମର୍ଥନ ପାଇଲେ, ଯାହା ପରେ ତାଙ୍କ ଦଳ ସରକାର…

‘ମୁଁ କଣ କରିବି’, ରୋହିତଙ୍କ ସହ ସେଲଫି ନେବା ବେଳେ ସ୍ବିଚଅଫ ହେଲା ଫୋନ, ତା’ପରେ…

ନୂଆଦିଲ୍ଲୀ,୯।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ବର୍ତ୍ତମାନ ସମୟର ସବୁଠାରୁ ଲୋକପ୍ରିୟ କ୍ରିକେଟର । ରୋହିତ ଯେଉଁଠାକୁ ଯାଆନ୍ତି, ତାଙ୍କ ସହିତ ସେଲଫି…

ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…

ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି।…

ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ, ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ/ଛେନାପଦୀ,୯ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ରାଜସ୍ବ କର୍ମଚାରୀଙ୍କୁ ଗାଳିଗୁଲଜ ଏବଂ ଧମକ ଦେବା ଘଟଣାରେ ପୋଲିସ ଶନିବାର ଜଣକୁ ଗିରଫ କରିଛି l…

ଭଞ୍ଜନଗରରେ ଜାତୀୟ ଲୋକ ଅଦାଲତ: ୧୯୮ ମାମଲାର ସମାଧାନ, ଆଦାୟ ହେଲା ଏତିକି ଟଙ୍କା…

ଭଞ୍ଜନଗର,୯ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ଚଳିତ ବର୍ଷର ଦ୍ୱିତୀୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗରର ଅତିରିକ୍ତ ଜିଲା…

ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ

ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ…

ତାମିଲନାଡୁରେ ନୂଆ ସରକାରଙ୍କୁ ନେଇ ସସପେନ୍ସ ଜାରି! ବିଜୟଙ୍କ ସାମ୍ନାରେ ସର୍ତ୍ତ ପରେ ସର୍ତ୍ତ

ଚେନ୍ନାଇ,୯।୫: ତାମିଲନାଡୁରେ ନୂତନ ସରକାର ଗଠନକୁ ନେଇ ସସପେନ୍ସ ଜାରି ରହିଛି। ଅଭିନେତା ବିଜୟଙ୍କ ଦଳକୁ ସମର୍ଥନ ଦେବା ପୂର୍ବରୁ, ତାମିଜାଗା ଭେଟ୍ରି କାଝାଗମ (ଟିଭିକେ), ଥୋଲ…

ଜାହାଜରୁ ତେଲ ନେଇ ସମୁଦ୍ରରେ ଯାଉଥିଲା ଡଙ୍ଗା, ଧରିଲା ପାଟ୍ରୋଲିଂ ପୋଲିସ, ଡଙ୍ଗାରୁ ଡେଇଁ…

ପାରାଦୀପ,୯ା୫(ଶରତ ରାଉତ): ପାରାଦୀପ ସାମୁଦ୍ରିକ ଥାନା ପୋଲିସ ଶନିବାର ଏକ ଚୋରା ତେଲ ଡଙ୍ଗା ଜବତ କରିଛି। ଉକ୍ତ ଡଙ୍ଗାରେ ପ୍ରାୟ ୫ ହଜାରରୁ ଅଧିକ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri