Posted inଜାତୀୟ

କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ ହେବ: ଇସି

ନୂଆଦିଲ୍ଲୀ/ଶ୍ରୀନଗର,୯ା୧୦: ସୁରକ୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ କରାଯିବ ବୋଲି ସୋମବାର ନିର୍ବାଚନ କମିଶନ (ଇସି) କହିଛନ୍ତି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଖବରଦାତା ସମ୍ମିଳନୀରେ ତାରିଖ ଘୋଷଣା କରିବା ଅବସରରେ ଏହା ସ୍ପଷ୍ଟ କରିଛନ୍ତି। କମିଶନ ଯେତେବେଳେ ଅନୁଭବ କରିବେ କଶ୍ମୀରରେ ନିର୍ବାଚନ ପାଇଁ ସମୟ ଉପଯୁକ୍ତ, ସେତେବେଳେ ପଦକ୍ଷେପ ଗ୍ରହଣ କରାଯିବ। ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ଭୋଟରମାନଙ୍କୁ ଆକୃଷ୍ଟ କରିବା ଲାଗି ମାଗଣା ସୁବିଧା ଓ ସହାୟତା ଘୋଷଣା କରୁଥିବାରୁ ମୁଖ୍ୟ ନିର୍ବାଚନ କମିଶନର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି ମାଗଣା ସୁବିଧା କେଉଁଠୁ ଆସୁଛି, ତାହା ଜନସାଧାରଣ ଜାଣିବା ଆବଶ୍ୟକ ବୋଲି ସିଇସି କହିଛନ୍ତି।
ଅନ୍ୟପକ୍ଷରେ ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ଇସି ତାରିଖ ଘୋଷଣା ନ କଲେ ଜନସାଧାରଣ ସେମାନଙ୍କର ଗଣତାନ୍ତ୍ରିକ ଅଧିକାର ପାଇଁ ରାସ୍ତାକୁ ଓହ୍ଲାଇବେ ବୋଲି ନ୍ୟାଶନାଲ କନ୍‌ଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri