Posted inଜାତୀୟ

ଇଲେକ୍ଟୋରାଲ ବଣ୍ଡ ଏକ ସକ୍ସେସ୍‌ ଷ୍ଟୋରୀ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୫।୪: ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ପ୍ରସ୍ତୁତ ହୋଇଥିବା ଯୋଜନା ସମ୍ପର୍କରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁଜ ଏଜେନ୍ସି ଏନଆଇଏକୁ ସାକ୍ଷାତକାର ଦେଇ ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋ ସରକାର ୨୦୪୭ ମିଶନରେ କାର୍ଯ୍ୟ କରୁଛି। ବର୍ଷ ୨୦୪୭ ଭାରତ ପାଇଁ ମାଇଲଷ୍ଟୋନ ହେବାକୁ ଯାଉଛି। ମୁଁ ସବୁ କରିଛି ବୋଲି କହୁନି, ବହୁତ କିଛି କରିବାକୁ ବାକି ଅଛି। ଦେଶକୁ ଶକ୍ତିଶାଳୀ କରିବା ହେଉଛି ମୋର ପ୍ରାଥମିକତା। ବିଗତ ଦୁଇ ବର୍ଷ ହେଲା ୨୦୪୭କୁ ଲକ୍ଷ୍ୟ ରଖି କାର୍ଯ୍ୟ କରୁଛି।

ଏଥିସହିତ ୨୦୨୪ ନିର୍ବାଚନକୁ ନେଇ ମତ ଦେଇଛନ୍ତି। ସେ କହିଛନ୍ତି, ନିର୍ବାଚନରେ ସବୁ ମତଦାତା ଗୁରୁତ୍ୱପୂର୍ଣ୍ଣ। କିଛି ଲୋକ ଅଛନ୍ତି, ଯାହା ଇଛା କହି ପକାଉଛନ୍ତି। ଅନ୍ୟପଟେ, ପ୍ରଧାନମନ୍ତ୍ରୀ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। କିଛି ଲୋକଙ୍କ ପାଇଁ ରାମ ମନ୍ଦିର ରାଜନୀତି ହତିଆର ଥିଲା। କିଛି ଲୋକ ରାମ ମନ୍ଦିର ରାସ୍ତାରେ କଣ୍ଟା ହେଇ ଛିଡ଼ା ହେଉଥିଲେ। ଭୋଟବ୍ୟାଙ୍କ ରାଜନୀତି ପାଇଁ ସେମାନେ ବାଧା ସୃଷ୍ଟି କରୁଥିଲେ। ଏମିତିକି ଅଦାଲତରେ ମଧ୍ୟ ରାମ ମନ୍ଦିର ଅଟକାଇବାକୁ ଚେଷ୍ଟା କରୁଥିଲେ। ପ୍ରାଣ ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ଥିଲେ ବି ଆସିନଥିଲେ। ଭାରତର ସ୍ବାଭିମାନ, ସାମର୍ଥ୍ୟ ପ୍ରତି ବହୁତ ବଡ଼ ପ୍ରେରଣା ହେଉଛି ରାମ ମନ୍ଦିର।

ଇଲେକ୍ଟୋରାଲ ବଣ୍ଡ ବିଷୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ନିର୍ବାଚନକୁ କଳାଧନ ମୁକ୍ତ କରିବାକୁ ଆମେ ଚେଷ୍ଟା କରୁଛୁ। କଳାଧନ ମୁକ୍ତ କରିବାକୁ ହଜାରେ, ୨ ହଜାର ନୋଟ ବନ୍ଦ କଲୁ। ଇଲେକ୍ଟୋରାଲ ବଣ୍ଡ ଏ ଦିଗରେ ଏକ ସଫଳ କାହାଣୀ। କିଏ ଦେଲା, କାହାକୁ ଦେଲା, ବଣ୍ଡ ଦ୍ବାରା ପୂରା ସ୍ପଷ୍ଟ ହୋଇଛି। ଇମାନଦାରୀ ସହ ଭାବିଲେ ବିରୋଧ କରୁଥିବା ଲୋକ ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri