Posted inଖେଳ

ଟି-୨୦ ବିଶ୍ୱକପ୍‌ ଟିମ୍‌ରେ ରହି ନ ପାରନ୍ତି ଏହି ମହାନ ଖେଳାଳି!

ନୂଆଦିଲ୍ଲୀ,୩୦।୬: ଚଳିତ ବର୍ଷ ଟି-୨୦ ବିଶ୍ୱକପ୍‌କୁ ନେଇ ବିସିସିଆଇ ଚୟନ କମିଟି ସମସ୍ତ ଖେଳାଳିଙ୍କ ପ୍ରଦର୍ଶନ ଉପରେ ନଜର ରଖିଛି। ହେଲେ ଚୂଡାନ୍ତ ଟିମ୍‌ରେ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ସାମିଲ କରାଯାଇ ନ ପାରେ। ଶାମି ଫିଟ୍‌ ହେଉ ନ ଥିବାରୁ ତାଙ୍କୁ ବିସିସିଆଇ ଚୟନ କମିଟି ନିଜ ରାଡାରରେ ରଖିନାହିଁ। କାରଣ କମିଟି ଯୁବ ଖେଳାଳିଙ୍କ ଉପରେ ଅଧିକ ଫୋକସ କରି ସୁଯୋଗ ଦେଇପାରେ ବୋଲି କୁହାଯାଇଛି। ସମ୍ଭବତଃ ବରିଷ୍ଠ ଦ୍ରୁତ ବୋଲର ଭାବେ ଭୁବନେଶ୍ୱର କୁମାରଙ୍କୁ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ସ୍କ୍ବାଡରେ ସାମିଲ କରି ପାରନ୍ତି। ଅପରପକ୍ଷେ ଆସନ୍ତା ୧ ତାରିଖରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ସ୍ଥଗିତ ଥିବା ଟେଷ୍ଟ ସିରିଜର ଶେଷ ମ୍ୟାଚ ଖେଳାଯିବ। ଏହି ମ୍ୟାଚ୍ରେ ଶାମିଙ୍କୁ ଦେଖିବାକୁ ମିଳିବ।
ଶାମିଙ୍କୁ ଗତବର୍ଷ ୟୁଏଇରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ ଲାଗି ଟିମ୍‌ ଇଣ୍ଡିଆରେ ସାମିଲ କରାଯାଇଥିଲା।ତାଙ୍କ ସହ ଦ୍ରୁତ ବୋଲର ଭାବେ ଜସପ୍ରିତ ବୁମ୍‌ରା, ଭୁବନେଶ୍ୱର କୁମାର, ଶାର୍ଦ୍ଦୁଳ ଠାକୁର ପ୍ରମୁଖ ସାମିଲ ଥିଲେ। ହେଲେ ବର୍ତ୍ତମାନ ଭାରତୀୟ ଟିମ୍‌ରେ ହର୍ଷଲ ପଟେଲ, ଆବେଶ ଖାନ, ଉମରାନ ମଲିକଙ୍କ ଭଳି ଅନେକ ବୋଲର ଭଲ ପ୍ରଦର୍ଶନ କରୁଛନ୍ତି। ଏଣୁ ଏମାନଙ୍କୁ ଚୟନକର୍ତ୍ତା ସାମିଲ କରିପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri