ଶର୍ଟ ସର୍କିଟରୁ ୧୦ ପରିବାରର ବିଦ୍ୟୁତ ଉପକରଣ ପୋଡି ନଷ୍ଟ

ଆସିକା,୬ା୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା କଲେଜଛକ ମହାରଣା କଲୋନୀରେ ଶୁକ୍ରବାର ବିଦ୍ୟୁତ ଶର୍ଟ ସର୍କିଟରେ ପ୍ରାୟ ୧୦ ପରିବାରର ବିଦ୍ୟୁତ ଉପକରଣ ପୋଡି ନଷ୍ଟ ହୋଇଯାଇଛି।

ଏପରିକି ଘର ସବୁ ଧୂଆଁମୟ ହୋଇଥିବା କ୍ଷତିଗ୍ରସ୍ତ ପରିବାରଗୁଡିକ ଅଭିଯୋଗ କରିଛନ୍ତି । ସୌଭାଗ୍ୟବଶତଃ କେହି ମୃତାହତ ହୋଇନାହନ୍ତି। ମହାରଣା କଲୋନୀର ପଦ୍ମ ମହାରଣା, ସୁଦର୍ଶନ ଜେନା, ପ୍ରମୋଦ କୁମାର ତ୍ରିପାଠୀଙ୍କ ସମେତ ବହୁ ପରିବାର ଏଭଳି ଅଘଟଣର ସମ୍ମୁଖୀନ ହୋଇଛନ୍ତି । ଏହି ସମ୍ପର୍କରେ ନୂଆଗାଁସ୍ଥିତ ବିଦ୍ୟୁତ ସବିଡିଭିଜନର ଏସଡିଓ ଜିତେନ୍ଦ୍ର ସିଂଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଲାଗି ବିଭାଗୀୟ କର୍ମଚାରୀଙ୍କୁ ପଠାଇଛି, ତଦନ୍ତ ପରେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଲା ତାହା ସ୍ପଷ୍ଟ ହେବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍‌ସନ୍‌ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା,...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri