ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ ଜଣକ ପପୁ କାନ୍ତ ରଣା (୩୧) ସୁନ୍ଦରଗଡ଼ ଜିଲା ରାଉରକେଲା ବଣେଇ ଅଞ୍ଚଳର ବୋଲି ଜଣାପଡିଛି l ଖବର ପାଇ ଯୁବକଙ୍କ ସମ୍ପର୍କୀୟମାନେ ପହଞ୍ଚିଛନ୍ତି l ମୃତ ଯୁବକଙ୍କ ବାପା ମାଆ ପହଞ୍ଚିଁ ନ ଥିବା ଜଣାପଡ଼ୁଛି l ସେ
-ସୁକତେଲ ଡ୍ୟାମ୍‌ରେ ମେକାନିକାଲ ସେକ୍ସନରେ ଇଲେଟ୍ରିସିଆନ ଭାବରେ କାର୍ଯ୍ୟରତ ଥିବା ଜଣାପଡିଛି l ବଲାଙ୍ଗୀର ସଦର ପୋଲିସ ମାଗୁର ବେଡ଼ା କଲୋନୀରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri