ପାକିସ୍ତାନରେ ବିଦ୍ୟୁତ ସହ ଜଳ ସମସ୍ୟା ବି ଉତ୍କଟ

ଇସଲାମାବାଦ,୨୭ା୧: ପାକିସ୍ତାନରେ ଘୋର ବିଦ୍ୟୁତ ସମସ୍ୟା ଦେଖିବାକୁ ମିଳିଛି। ପାକିସ୍ତାନରେ ଆର୍ଥିକ ସଙ୍କଟ ମଧ୍ୟରେ ଏହି ସମସ୍ୟା ଦେଖାଦେଇଥିବାରୁ ଦେଶରେ ଉତ୍ତେଜନା ଦେଖାଦେଇଛି। କିନ୍ତୁ ଆଜିକାଲି ପାକିସ୍ତାନ ଆହୁରି ଅନେକ ସମସ୍ୟା ଦେଇ ଗତି କରୁଛି। ଉତ୍ତର-ପଶ୍ଚିମ ସୀମାବର୍ତ୍ତୀ ଅଞ୍ଚଳରେ ତାଲିବାନ ଆତଙ୍କବାଦ ହେତୁ ଆଫଗାନିସ୍ତାନର ତାଲିବାନ ସହ ଏହାର ସମ୍ପର୍କ ଦିନକୁ ଦିନ ଖରାପ ହେବାରେ ଲାଗିଥିବା ବେଳେ ବାଲୁଚିସ୍ତାନରେ ପାନୀୟ ଜଳ ସମସ୍ୟା ଆହୁରି ଗଭୀର ହୋଇପଡ଼ିଛି।

ଏକ ରିପୋର୍ଟ ଅନୁଯାୟୀ, ବାଲୁଚିସ୍ତାନର ଜଳ ବିଶୋଧନ ଫିଲ୍ଟରେଶନ ପ୍ଲାଣ୍ଟରେ ତ୍ରୁଟି ହେତୁ ଏହି ସମସ୍ୟା ଦେଖାଦେଇଛି। ଏହି ଅଞ୍ଚଳର ଜଣେ ସଦସ୍ୟ କହିଛନ୍ତି, ବର୍ତ୍ତମାନ ବାଲୁଚିସ୍ତାନର ମାତ୍ର ୨୫ ପ୍ରତିଶତ ଲୋକ ବିଶୁଦ୍ଧ ପାନୀୟ ଜଳ ପାଉଛନ୍ତି। ଅବଶିଷ୍ଟ ଲୋକ ଘୋର ଜଳ ସମସ୍ୟା ମଧ୍ୟରେ ଗତି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଗାଡିଶୁ କାର ବୋମା ବିସ୍ଫୋରଣକୁ ନିନ୍ଦା କଲା ଭାରତ

ନୂଆଦିଲ୍ଲୀ/ମୋଗାଡିଶୁ,୩୧।୧୦: ସୋମାଲିଆ ରାଜଧାନୀ ମୋଗାଡିଶୁର ବ୍ୟସ୍ତବହୁଳ ଅଞ୍ଚଳରେ ଶନିବାର ଦୁଇଟି କାର ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ୧୦୦ ଟପିଛି। ଏପରି କି ବିସ୍ଫୋରଣରେ...

ପାକିସ୍ତାନରେ ରାଜନୈତିକ ସଙ୍କଟ ମଧ୍ୟରେ ଇସ୍ତଫା ଦେଲେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା

ଇସଲାମାବାଦ,୫ ।୪: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ବେଳକୁ ବେଳ ବଢିବାରେ ଲାଗିଛି । ରାଜନୈତିକ ଓ ସାମ୍ବିଧାନିକ ସଙ୍କଟ ମଧ୍ୟରେ ପାକିସ୍ତାନର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା...

ବୈଜ୍ଞାନିକ ତିଆରି କଲେ ନିଆରା ମେଶିନ: ଏକ ସପ୍ତାହ ପର୍ଯ୍ୟନ୍ତ ବାହାରେ ଜୀବନ୍ତ ରହିପାରିବ ଲିଭର

ଲଣ୍ଡନ,୧୪।୧: ମଣିଷର କୌଣସି ଅଙ୍ଗକୁ ଡୋନରଙ୍କ ଶରୀରରୁ ବାହାର କରିବା ପରେ ୬ରୁ ୧୨ ଘଣ୍ଟା ମଧ୍ୟରେ ଟ୍ରାନ୍ସପ୍ଲାଣ୍ଟ କରିଦିଆଯାଇଥିବା କୁହାଯାଏ। ବିଶେଷଜ୍ଞଙ୍କ ମତରେ ଲିଭର...

ତାଲିବାନ୍‌ ହେଉଛି ଉଗ୍ର, ୫୦ ଭାରତୀୟ ଅଧିକାରୀଙ୍କୁ ଆଫଗାନିସ୍ତାନ ଛାଡ଼ିବାକୁ ପରାମର୍ଶ…

କାବୁଲ,୧୧।୭: ଆଫଗାନିସ୍ତାନର କାନ୍ଧାହାର ସ୍ଥିତ ଦୂତାବାସ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ୫୦ ଜଣ ଭାରତୀୟ ଅଧିକାରୀଙ୍କୁ ସ୍ବଦେଶ ଫେରିବାକୁ ପରାମର୍ଶ ଦିଆଯାଇଛି। ଆଫଗାନିସ୍ତାନରେ ତାଲିବାନ୍‌ ଆତଙ୍କବାଦୀ...

ସେନା ହେଲିକପ୍ଟର ଦୁର୍ଘଟଣାରେ ୪ ମୃତ

ଜାକର୍ତ୍ତା, ୭ା୬: ଇଣ୍ଡୋନେସିଆର ଏକ ସେନା ହେଲିକପ୍ଟର କେନ୍ଦ୍ରୀୟ ଜାଭା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ୫ ଜଣ ଗୁରୁତର...

କରୋନା ଟିକା ନ ନେଲେ ହରାଇବାକୁ ପଡିବ ଚାକିରି

ଓଟାୱା,୯ ।୯: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏୟାର ଲାଇନ୍ସ ପକ୍ଷରୁ ଚେତାବନୀ ଜାରି କରାଯାଇଛି । କମ୍ପାନୀ କହିଛି ଯେଉଁ କର୍ମଚାରୀମାନେ ଏପର୍ଯ୍ୟନ୍ତ କରୋନା...

ଫାଟିଲା ଗ୍ୟାସ୍‌ ସିଲିଣ୍ଡର : ୧୨ ମୃତ

କରାଚି, ୨୧।୧୨: ପାକିସ୍ତାନ ବେଲୁଚିସ୍ତାନ ପ୍ରଦେଶର ଲେସବେଲା ଜିଲାର ଏକ ଗ୍ୟାସ୍‌ ସିଲିଣ୍ଡର ଦୋକାନରେ ଅଗ୍ନିକାଣ୍ଡ ଘଟି ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୨୫ରୁ...

ଭାରତ ସହ ଏକାଠି କାର୍ଯ୍ୟ କରିବାକୁ ପ୍ରସ୍ତୁତ: ଚାଇନା

ବେଜିଂ, ୧୮।୮(ପି.ଟି.): ରାଜନୈତିକ ଆପୋଷ ଆସ୍ଥା ବଢ଼ାଇବା ଓ ମତପାର୍ଥକ୍ୟକୁ ଦୂର କରିବା ତଥା ଦ୍ୱିପାକ୍ଷିକ ସମ୍ପର୍କର ଦୀର୍ଘମିଆଦୀ ବିକାଶ ବଜାୟ ରଖିବା ଲାଗି ଭାରତ...

Advertisement
Archives

Model This Week