ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟଠାରୁ ମାତ୍ର ୧୦୦ ମିଟର ଦୂରରେ ଏଭଳି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଦୃଷ୍ଟି ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ବୋଲି ଚର୍ଚ୍ଚା ହେଉଛି। ଯାହା ଇଲେକ୍ଟ୍ରି କର୍ତ୍ତୃପକ୍ଷଙ୍କ ପାରିବାପଣିଆକୁ ପଦାରେ ପକାଇଛି। ବିଭିନ୍ନ ସମୟରେ ଗରିବ ଜନସାଧାରଣଙ୍କ ଉପରେ ଇଲେକ୍ଟ୍ରି ବିଭାଗ କର୍ତ୍ତୃପକ୍ଷ ଦାଉ ସାଧୁଥିବା ବେଳେ ବନ୍ଦଥିବା ଘରୁ ମନଇଛା ବିଲ୍‌ ଆସୁଥିବା ଅଭିଯୋଗ ହେଉଛି। କାମ କମ୍‌ ସେପଟେ ସରକାରଙ୍କ ଦରମା ପାଇ ଜୀବନକୁ ଉପଭୋଗ କରୁଛନ୍ତି ବିଦ୍ୟୁତ୍‌ ବିଭାଗ ଉଚ୍ଚ କର୍ତ୍ତୃପକ୍ଷ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଥରିଲା ରାଜଧାନୀ, ଭୂକମ୍ପର ତୀବ୍ରତା ଥିଲା…

ନୂଆଦିଲ୍ଲୀ,୨।୮: ରାଜଧାନୀ ଦିଲ୍ଲୀରେ ରବିବାର (୨ ଅଗଷ୍ଟ) ଭୋର ପ୍ରାୟ ୪ଟା୧୪ ସମୟରେ ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ୨.୯ ତୀବ୍ରତାର ଭୂମିକମ୍ପର ପ୍ରଭାବ…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri