ବର୍ଷା ପାଣିରୁ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ, ଆଇଆଇଟିର ସଫଳତା …

ନୂଆଦିଲ୍ଲୀ,୧୮।୯: ଏଣିକି ବର୍ଷା ପାଣିରୁ ମଧ୍ୟ ବିଦ୍ୟୁତ୍‌ ଶକ୍ତି ଉତ୍ପାଦନ ହୋଇପାରିବ। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ଦୀର୍ଘଦିନ ଗବେଷଣା କରାଯିବା ପରେ ଏନେଇ ଏକ ମେଶିନ୍‌ ବିକଶିତ କରାଯାଇଛି। ଏହି ମେଶିନ୍‌ ଜଳ ବୁନ୍ଦା, ବର୍ଷା ଜଳ, ଜଳ ପ୍ରବାହ ଏବଂ ଏପରିକି ସମୁଦ୍ର ଜୁଆରରୁ ବିଦ୍ୟୁତ ଉତ୍ପାଦନ କରିପାରିବ।

ଏହି ଟ୍ରିବୋଇଲେକ୍ଟ୍ରିକ ନାନୋଜେନେରେଟର ଦ୍ୱାରା ଉତ୍ପାଦିତ ବିଦ୍ୟୁତ ଶକ୍ତି ବ୍ୟାଟେରୀରେ ସଂଗୃହୀତ ହୋଇ ରହିପାରିବ। ନାନୋଜେନେରେଟର ଦ୍ୱାରା ଉତ୍ପାଦିତ ହୋଇଥିବା ବିଦ୍ୟୁତ୍‌ ଶକ୍ତି ଦ୍ୱାରା ଘଣ୍ଟା, ଡିଜିଟାଲ ଥର୍ମୋମିଟର, ରେଡିଓ ଫ୍ରିକ୍ୱେନ୍ସି ଟ୍ରାନ୍ସମିଟର, ସ୍ବାସ୍ଥ୍ୟସେବାରେ ବ୍ୟବହୃତ ହେଉଥିବା ସେନ୍ସର ଏବଂ ପେଡୋମିଟରକୁ ଆବଶ୍ୟକ ବିଦ୍ୟୁତ୍‌ ଶକ୍ତି ଯୋଗାଇ ପାରିବ ବୋଲି ଆଇଆଇଟି ଦିଲ୍ଲୀର ପଦାର୍ଥ ବିଜ୍ଞାନ ବିଭାଗର ପ୍ରଫେସର ନୀରଜ ଖେର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷରେ ବିହାରରେ ୨୦୨ ବିଷାକ୍ତ ମଦ୍ୟପାନ ମୃତ୍ୟୁ, ଦେଶରେ ୬,୧୭୨…

ନୂଆଦିଲ୍ଲୀ,୧୫।୧୨ : ବିହାରର ଛପରା ଜିଲାରେ ବିଷାକ୍ତ ମଦ୍ୟପାନ କରି ୩୯ ଜଣଙ୍କର ମୃତ୍ୟୁ ଘଟିଛି। ମଦ ମୃତ୍ୟୁକୁ ନେଇ ବିରୋଧୀ ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ...

ମମତାଙ୍କ ଆହ୍ୱାନ କ୍ରମେ ହାଥରସ ଯିବାକୁ ଉଦ୍ୟତ ହେଲେ ଟିଏମ୍‌ସିର ୪ ଏମ୍‌ପି

ହାଥରସ,୨ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲା ଏବେ ରାଜନୈତିକ ରୂପ ନେବାରେ ଲାଗିଛି । ଗୁରୁବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

ତୃତୀୟ ଥର ପାଇଁ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୨୭।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ପଜିଟିଭ୍‌ ଥିବା ତୃତୀୟ ଥର ରିପୋର୍ଟରେ ବି ଆସିଛି। ସେ କରୋନାରେ ପୀଡ଼ିତ ହେବା ପରେ ତାଙ୍କ...

ଆସିଗଲାଣି ଘରେ ମାସ୍କ ପିନ୍ଧିବାର ସମୟ

ନୂଆଦିଲ୍ଲୀ,୨୬।୪ : ଦେଶରେ ଏବେ ସୁନାମି ଭଳି ମାଡ଼ି ଚାଲିଛି କୋଭିଡ୍‌-୧୯ ସଂକ୍ରମଣ। ଏଭଳି ପରିସ୍ଥିତି ଯୋଗୁ କେବଳ ବାହାରେ ନୁହେଁ ଘରେ ମଧ୍ୟ ମାସ୍କ...

ସ୍ବାମୀ ବିବେକାନନ୍ଦ ଯେଉଁଠି ଭାଷଣ ଦେଇ ବିଶ୍ୱବିଖ୍ୟାତ ହୋଇଥିଲେ ସେଠାରେ ଆଜି ଏମିତି ଲେଖା ଅଛି

ସ୍ବାମୀ ବିବେକାନନ୍ଦ ୧୮୯୩ ମହିହା ସେପ୍ଟେମ୍ବର ୧୧ରେ ଆମେରିକାର ଚିକାକୋ ସହରରେ ଭାଷଣ ଦେଇ ସାରା ବିଶ୍ୱକୁ ଥରାଇ ଦେଇଥିଲେ। ବିଶ୍ୱ ଧର୍ମ ସମ୍ମିଳନୀରେ ସେ...

ହସ୍ତାନ୍ତର କରାଗଲା ବିମାନ ବନ୍ଦରରୁ ଫେରିଯାଇଥିବା ୩ ଭାରତୀୟଙ୍କ ମୃତଦେହ

ନୂଆଦିଲ୍ଲୀ,୨୭।୪: ବିଦେଶରେ ମୃତ୍ୟୁ ହୋଇଥିବା ୩ ଭାରତୀୟଙ୍କ ମୃତଦେହ ୪ ଦିନ ହେବ ନୂଆଦିଲ୍ଲୀ ବିମାନ ବନ୍ଦରରୁ ଫେରିଯିବା ପରେ ପୁଣିଥିରେ ସୋମବାର ସକାଳେ ସେମାନଙ୍କ...

ହାଥରସ୍‌ ମାମଲାରେ ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର: ଯାଞ୍ଚ୍‌ର ତଦାରଖ କରନ୍ତୁ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୪।୧୦: ଉତ୍ତରପ୍ରଦେଶ ହାଥରସ୍‌ ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଗୁରୁବାର ଏହି ମାମଲାର ଶୁଣାଣି...

ଅଧିକାଂଶ ରାଜ୍ୟରେ ପ୍ରବଳ ବର୍ଷା, ଉତ୍ତର ପ୍ରଦେଶରେ ୨୦ ମୃତ, ରେଡ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୨।୯: ଉତ୍ତର-ପଶ୍ଚିମ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ, ବିହାର, ଝଡ଼ଖଣ୍ଡ ଏବଂ ଉତ୍ତର-ପୂର୍ବ ଏବଂ ଦକ୍ଷିଣ ଭାରତର ଅଧିକାଂଶ ଅଞ୍ଚଳରେ ସୋମବାର ପ୍ରବଳରୁ ପ୍ରବଳ ବର୍ଷା ହୋଇଥିଲା।...

Advertisement
Archives

Model This Week