Posted inରାଜ୍ୟ

ଅକ୍ଟୋବରରୁ ୟୁନିଟ୍‌ ପିଛା ୨୦ ପଇସା ବଢ଼ିବ ବିଦ୍ୟୁତ ଦର

ଭୁବନେଶ୍ୱର, ୨୩।୯: କରୋନା ମହାମାରୀ ସମୟରେ ରାଜ୍ୟରେ ବଢ଼ିଛି ବିଦ୍ୟୁତ ଦର। ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଆସନ୍ତା ଅକ୍ଟୋବର ମାସଠାରୁ ୟୁନିଟ୍‌ ପିଛା ୨୦ ପଇସା ବିଦ୍ୟୁତ ଦର ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ବର୍ଦ୍ଧିତ ଦର କୁଟୀର ଜ୍ୟୋତି ଓ ବିପିଏଲ୍‌ ଚାଷୀ ଉପଭୋକ୍ତାଙ୍କ ପାଇଁ ଲାଗୁ ହେବ ନାହିଁ। ନୂଆ ବିଦ୍ୟୁତ ଦର ଅନୁଯାୟୀ, ୫୦ ୟୁନିଟ୍‌ ପର୍ଯ୍ୟନ୍ତ ୨ଟଙ୍କା ୭୦ ପଇସା, ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ୩ ଟଙ୍କା ୬୦ ପଇସା, ୨୦୦ ୟୁନିଟ୍‌ ପର୍ଯ୍ୟନ୍ତ ୪ ଟଙ୍କା ୫ ପଇସା, ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ୪ ଟଙ୍କା ୫୩ ପଇସା, ୪୦୦ ୟୁନିଟ୍‌ ଯାଏଁ ୪ ଟଙ୍କା ୭୮ ପଇସା ଏବଂ ୫୦୦ ୟୁନିଟ୍‌ ପର୍ଯ୍ୟନ୍ତ ୫ ଟଙ୍କାକୁ ଦର ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୯ ଜିଲାକୁ ରେଡ୍‌ ଆଲର୍ଟ, ୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗ- ଉତ୍ତର ଓଡ଼ିଶା ଉପକୂଳ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି…

ବଡ଼ ଖବର…ପ୍ରବଳ ବର୍ଷା, ଆଜି ୪ ଜିଲାରେ ସ୍କୁଲ ଛୁଟି

ଭୁବନେଶ୍ୱର,୨୮।୭: ବଙ୍ଗୋପସାଗରରେ ଗଭୀର ଅବପାତ ସୃଷ୍ଟି ହୋଇଥିବା ବେଳେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ।…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri