ବିଦ୍ୟୁତ୍‌ ଦର ବୃଦ୍ଧିର ପ୍ରତିବାଦ: ୨୨ ପର୍ଯ୍ୟନ୍ତ ୧୫ମିନିଟ୍‌ ଲାଇନ ବନ୍ଦ ରଖିବାକୁ ନିବେଦନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ବିଦ୍ୟୁତ୍‌ ନିୟାମକ ଆୟୋଗ ହଠାତ୍‌ ୨୦ ପଇସା ବିଦ୍ୟୁତ୍‌ ଦର ବୃଦ୍ଧି କରିଛନ୍ତି। ଏହାକୁ କଂଗ୍ରେସ, ସିପିଆଇ, ସିପିଆଇ(ଏମ୍‌ଏଲ୍‌), ସମାଜବାଦୀ ପାର୍ଟି ତୀବ୍ର ବିରୋଧ କରିବା ସହ ଅନିଭବ ଆନ୍ଦୋଳନ କରିବ। ଦରବୃଦ୍ଧି ପ୍ରତିବାଦ ସ୍ବରୂପ ୧୬ ତାରିଖରୁ ଆସନ୍ତା ୨୨ ତାରିଖ ସନ୍ଧ୍ୟା ୬ଟା ସମୟରୁ ୧୫ ମିନିଟ୍‌ ପର୍ଯ୍ୟନ୍ତ ଉପଭୋକ୍ତାମାନେ ଘର ଅନ୍ଧାର ରଖିବାକୁ ଗୁରୁବାର ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥି ସହ ଏନେଇ ଜନସାଧାରଣଙ୍କୁ ମଧ୍ୟ ନିବେଦନ କରାଯାଇଛି। ଏହିଦିନ ଆନ୍ଦୋଳନକୁ ସଫଳ କରିବା ନିମନ୍ତେ ସମସ୍ତ ପ୍ରକାର ସହଯୋଗ ଦେବାକୁ ବୈଠକରେ ଅନୁରୋଧ କରାଯାଇଛି।
ଅଭିଯୋଗ କରାଯାଇଥିଲା ଯେ, କରୋନା ପାଇଁ ଛୋଟ ଦୋକାନୀ, କ୍ଷୁଦ୍ର ଓ ଅଣୁ ଉପତ୍ାଦନକାରୀ ସଂସ୍ଥା ସମେତ ସାଧାରଣ ଜନତାଙ୍କ ଉପରେ ବିଦ୍ୟୁତ୍‌ ଦର ଚାପ ପଡ଼ିବ। ବଡ଼ କମ୍ପାନୀ ଉପରେ ହଜାର ହଜାର କୋଟି ଟଙ୍କା ଆଦାୟ ନ ହୋଇ ରହିଛି। ଅଥଚ ଉପଭୋକ୍ତାଙ୍କ ଉପରେ ବୋଝ ଲଦା ଯାଉଛି। ବିତରକ କମ୍ପାନୀଗୁଡିକ ବିତରଣ ଜନିତ କ୍ଷୟକ୍ଷତି ନ କମାଇ ଉପଭୋକ୍ତାଙ୍କ ଉପରେ ଚାପ କେବଳ ନ୍ୟସ୍ତସ୍ବାର୍ଥ କମ୍ପାନୀ ଏବଂ ଅଫିସରଙ୍କ ପାଇଁ ହୋଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri