‘ମାର୍ଚ୍ଚ ୩୧ ସୁଦ୍ଧା ବିପିଏଲ୍‌,ଏପିଏଲ୍‌ଙ୍କୁ ବିଜୁଳି’

ଭବାନୀପାଟଣା,୬।୨: ଭବାନୀପାଟଣା ସ୍ଥିତ ଜିଲା ଯୋଜନା ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ସଭାଗୃହଠାରେ ଶନିବାର ବିଦ୍ୟୁତ୍‌ ବିଭାଗ ଅଧିକାରୀ, କମ୍ପାନୀ କର୍ମକର୍ତ୍ତାଙ୍କୁ ନେଇ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଏକ ସମୀକ୍ଷା ବୈଠକ କରିଥିଲେ। ବୈଠକରେ ମନ୍ତ୍ରୀ ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଜିଲାର ସମସ୍ତ ବିପିଏଲ୍‌ ଓ ଏପିଏଲ୍‌ ହିତାଧିକାରୀଙ୍କୁ ବିଦ୍ୟୁତ୍‌ ଯୋଗାଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମନ୍ତ୍ରୀଙ୍କ ସହ ବିଦ୍ୟୁତ୍‌ ବିଭାଗ ଏସ୍‌ଇ ଧନଞ୍ଜୟ ରଣା, ନିର୍ବାହୀ ଯନ୍ତ୍ରୀ ପଶ୍ଚିମ ଲୋକନାଥ ଦାଶ, ପୂର୍ବ ନିର୍ବାହୀ ଯନ୍ତ୍ରୀ ଦେବଦତ୍ତ ଭୋଇ, ଜିଲାର ଅନ୍ୟ ଅଧିକାରୀ, ଏନ୍‌ଟିପିସି, ଏଲ୍‌ଏନ୍‌ଟି, ନୀଳଶିକ୍ଷା, ଲେଜର କମ୍ପାନୀ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର  କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

‘ବିଜେଡିକୁ ଆସୁଛନ୍ତି ସୁଜାତା’: ଗ୍ରହଣ କରିବେ ନାହିଁ ପଦବୀ, ହେବେ ନାହିଁ ଉତ୍ତରାଧିକାରୀ, ହେଲେ ଏହି…

ଭୁବନେଶ୍ୱର, ୮।୬: ବିଜୁ ଜନତା ଦଳରେ ଖୁବଶୀଘ୍ର ସୁଜାତା ଆର୍‌. ପାଣ୍ଡିଆନ ଯୋଗଦେବେ ବୋଲି ଦଳର ବରିଷ୍ଠ ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ସେ…

Video: ସାମ୍ନାକୁ ଆସିଲା ଫିଲିପାଇନ୍ସ ଭୂକମ୍ପର ଭୟଙ୍କର ଭିଡ଼ିଓ, ୪ ମୃତ ୨ଶହରୁ ଅଧିକ ଆହତ

ମାନିଲା,୮।୬: ସୋମବାର ଫିଲିପାଇନ୍ସରେ ଏକ ଶକ୍ତିଶାଳୀ 8.1 ତୀବ୍ରତାର ଭୂମିକମ୍ପ ଘଟି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଦକ୍ଷିଣ ଫିଲିପାଇନ୍ସର ମିଣ୍ଡାନାଓ ଦ୍ୱୀପ ନିକଟରେ ଘଟିଥିବା ଏହି ଭୂମିକମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri