ଜାନୁୟାରୀ ୩ରୁ ଖୋଲିବ ପ୍ରାଥମିକ ସ୍କୁଲ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ସ୍କୁଲ। ସାରା ରାଜ୍ୟରେ ଥିବା ପ୍ରାୟ ୨୭,୦୦୦ ପ୍ରାଥମିକ ବିଦ୍ୟାଳୟକୁ ଖୋଲିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଯେଉଁ ବିଦ୍ୟାଳୟରେ ଦଶମ ଶ୍ରେଣୀ ନିମନ୍ତେ ୫ରୁ ୮ପର୍ଯ୍ୟନ୍ତ ସମେଟିଭ୍‌-୧ ପରୀକ୍ଷା ହେବାର ଅଛି, ସେହି ବିଦ୍ୟାଳୟ ଗୁଡ଼ିକୁ ଜାନୁୟାରୀ ୧୦ଠାରୁ ଖୋଲିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ମଧ୍ୟାହ୍ନ ଭୋଜନ ନିମିତ୍ତ ଉଦ୍ଦିଷ୍ଟ ମଧ୍ୟାନ୍ତର ବିନା ବିଦ୍ୟାଳୟ ଗୁଡ଼ିକ ପୂର୍ବାହ୍ନ ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଘଟିକା ପର୍ଯ୍ୟନ୍ତ ଖୋଲା ରହିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଡ୍ରାଏ ରାଶନ ଯୋଗାଣ କାର୍ଯ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ଯ୍ୟନ୍ତ ପୂର୍ବ ପରି ଜାରି ରହିବ। ବିଦ୍ୟାଳୟ ଖୋଲିବା ପାଇଁ ସ୍ଥିରୀକୃତ ଏସ୍‌ଓପି ବିଭାଗ ଦାରା ସୂଚିତ କରାଯିବ ବୋଲି ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri