ହାଇକୋର୍ଟ ଗଲେ ଏଲିନା

କଟକ,୪।୭: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ ଓ ସୋସିଆଲ ମିଡିଆ ଖବର ଉପରେ ରୋକ ପାଇଁ ଏଲିନା ଆବେଦନ କରିବା ସହ ଢାବା ସହ ମୋର କି ଆମ ପରିବାରର କୌଣସି ସମ୍ପୃକ୍ତି ନାହିଁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଏଲିନା ଦାସଙ୍କ ସ୍ବାମୀ ସନ୍ଦୀପନ ମହାନ୍ତି ‘ବଲେ ବଲେ ଢାବା’ର ଲିଜ୍‌ ନେଇଛନ୍ତି ବୋଲି ଚର୍ଚ୍ଚା ହେଉଛି। ଯାହାକୁ ନେଇ ଏଲିନା ଆଜି ହାଇକୋର୍ଟ ଯାଇଛନ୍ତି।

ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ ହୋଇଛି। ଏହାସହ ହୋଟେଲ୍ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ ପ୍ରଶାସନ ପକ୍ଷରୁ ସିଲ ହେବା ନେଇ ନୋଟିସ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?