ମଣିଷ ବେଶରେ ରୁହନ୍ତି ଏଲିଅନ

ଲଣ୍ଡନ, ୧୪।୬:ସାରା ବିଶ୍ୱର ବୈଜ୍ଞାନିକମାନେ ଏଲିଅନଙ୍କ ରହସ୍ୟକୁ ନେଇ ଦଶନ୍ଧି ଦଶନ୍ଧି ଧରି ଗବେଷଣା କରୁଥିଲେ ମଧ୍ୟ ଏବେ ସୁଦ୍ଧା ଏହି ପ୍ରଶ୍ନର କୌଣସି ଠୋସ୍‌ ଉତ୍ତର ମିଳିପାରିନାହିଁ। ତେବେ ଏଲିଅନମାନେ ମଣିଷଙ୍କ ବେଶରେ ପୃଥିବୀ ପୃଷ୍ଠରେ ଲୁଚି ରହିଥିବା ନେଇ ବ୍ରିଟେନ୍‌ର ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ଭୂପୃଷ୍ଠରେ ଏଲିଅନଙ୍କ ରହିବା ପାଇଁ ଅନେକ ସ୍ଥାନ ଥିବା ଏହି ଅଧ୍ୟୟନରେ କୁହାଯାଇଛି। ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ହ୍ୟୁମାନ ଫ୍ଲୋରିସିଂ ପ୍ରୋଗ୍ରାମର ଗବେଶକମାନେ ଏହି ଅଧ୍ୟୟନରେ କହିଛନ୍ତି, ”ଏହା ଜରୁରି ନୁହେଁ ଯେ ଏଲିଅନ ଅନ୍ୟ କୌଣସି ଗ୍ରହରୁ ଆସିଛନ୍ତି। ସେମାନେ ହୁଏତ ଆରମ୍ଭରୁ ହିଁ ମଣିଷଙ୍କ ସହ ରହି ଆସୁଛନ୍ତି“। ଏହି ଅଧ୍ୟୟନରେ ପ୍ରାଚୀନ ସଭ୍ୟତାର ଉଦାହରଣ ଦିଆଯାଇଛି ା ଏହା କୌଣସି ଅଜଣା ସଭ୍ୟତା ହୋଇଥାଇପାରେ ଯାହା ବର୍ତ୍ତମାନ ସୁଦ୍ଧା ଲୁଚି ରହିଛି। ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଏହି ସଭ୍ୟତା ଏପରି କିଛି ସ୍ଥାନରେ ନିଜର ଆଧାର ପ୍ରତିଷ୍ଠା କରିଛି ଯାହା ମଣିଷଙ୍କ ପାଇଁ କଳ୍ପନା ଯୋଗ୍ୟ ହୋଇ ନ ଥିବା ଅଧ୍ୟୟନରେ କୁହାଯାଇଛି। ସାଧାରଣତଃ ଏହି ସଭ୍ୟତା ଆଗ୍ନେୟଗିରିର ତଳେ, ଗଭୀର ଜଳ ମଧ୍ୟରେ କିମ୍ବା ଚନ୍ଦ୍ରର ଅନ୍ଧକାର ଅଞ୍ଚଳରେ ଦୀର୍ଘଦିନ ଧରି ରହି ଆସୁଥିଲା ବୋଲି ଗବେଷକମାନେ କହିଛନ୍ତି।
ୟୁଏଫ୍‌ଓ ବା ‘ଉଡନ୍ତା ବସ୍ତୁ’ ପୃଥିବୀରେ ରହୁଥିବା ଏଲିଅନଙ୍କୁ ଭେଟିବା ପାଇଁ ଆସୁଥିବା ମହାକାଶ ଯାନ ହୋଇପାରେ ବୋଲି ଏହି ଅଧ୍ୟୟନରେ କୁହାଯାଇଛି। ଏଲିଅନ ଭୂପୃଷ୍ଠରେ ୪ଟି ରୂପରେ ଥାଇପାରନ୍ତି ଏହି ଅଧ୍ୟୟନରେ ଗବେଷକମାନେ ଆକଳନ କରିଛନ୍ତି। ଖାସ୍‌କରି ଏହା ଏକ ପ୍ରାଚୀନ ମାନବ ସଭ୍ୟତା ଯାହା ବହୁ ପୂର୍ବରୁ ବିଲୁପ୍ତ ହୋଇଯାଇଛି ଏବଂ ଏବେ ଏହାର ଅବଶିଷ୍ଟାଂଶ ଏଲିଅନ ଭାବରେ ରହିଥାଇପାରନ୍ତି ବୋଲି ଅଧ୍ୟୟନରେ କୁହାଯାଇଛି। ସେହିପରି ବୈଷୟିକ ଦୃଷ୍ଟିରୁ ଏଲିଅନ ପ୍ରଜାତି ଏକ ଉନ୍ନତ ମାନବ ସଭ୍ୟତା ମଧ୍ୟ ହୋଇଥାଇପାରେ ଯାହା ଗୁପ୍ତ ଭାବେ ବଞ୍ଚି ରହିବାକୁ ପସନ୍ଦ କରିଥାଏ ବୋଲି ଗବେଷକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri