ଅଙ୍ଗନୱାଡି କେନ୍ଦ୍ରରେ ହାତୀପଲଙ୍କ ଉପଦ୍ରବ 

ମୋରଡ଼ା,୫।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ୍‌ ଅଧୀନ ଭଦୁଆଶୋଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଅଙ୍ଗନୱାଡି କେନ୍ଦ୍ରରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲଙ୍କ ଉପଦ୍ରବ। ହାତୀପଲ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଶି ସାମଗ୍ରୀ ସବୁ ଭାଙ୍ଗି ନଷ୍ଟ କରିଦେଇଛନ୍ତି। ୨୦ ଟିକିଆ ଶିମିଳିପାଳ ହାତୀପଲ ଏହି ଅଞ୍ଚଳରେ ବୁଲୁଥିଲେ। ହାତୀପଲ ଅଙ୍ଗନୱାଡି କେନ୍ଦ୍ରର ଗ୍ରିଲ୍‌ ଭାଙ୍ଗି ଭିତରକୁ ପ୍ରବେଶ କରି କବାଟ ଓ ଝରକା ଭାଙ୍ଗି ଭିତରେ ଥିବା ଚାଉଳ ଖାଇବା ସହ ସମସ୍ତ ଜିନିଷପତ୍ର ଭାଙ୍ଗି ନଷ୍ଟ କରିଦେଇଛନ୍ତି। ବାରମ୍ବାର ହାତୀପଲ ପଶି କେନ୍ଦ୍ରର ସାମଗ୍ରୀ ନଷ୍ଟ କରିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶଥାଉ କି, ଦୁଇମାସ ତଳେ ହାତୀପଲ ଏହି ଅଙ୍ଗନୱାଡି କେନ୍ଦ୍ରକୁ ପ୍ରବେଶ କରି ବହୁ ଜିନିଷପତ୍ର ନଷ୍ଟ କରିଥିଲେ। ହାତୀର ଗତିବିଧି ଉପରେ ନଜର ରଖିବା ପାଇଁ ଏହି ଅଙ୍ଗନଓ୍ବାଡି କେନ୍ଦ୍ର ପାଖରେ ଏକ ଟାୱାର ଅଛି ସତ କିନ୍ତୁ ସେଠାରେ କେହି ବନରକ୍ଷୀ ରହୁ ନ ଥିବାରୁ ଏପରି ଘଟଣା ଘଟୁଛି। ଯଥାଶୀଘ୍ର ଅଙ୍ଗନୱାଡି କେନ୍ଦ୍ରର ଅଧାପନ୍ତରିଆ ହୋଇ ପଡ଼ିରହିଥିବା ପାଚେରି ସମ୍ପୂର୍ଣ୍ଣ ଭାବେ ଚତୁପାର୍ଶ୍ୱରେ ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ସେହିପରି ହାତୀପଲ ସ୍ଥାନୀୟ ଅଞ୍ଚଳରେ ଅନେକ ଚାଷଜମି ମାଡ଼ି ଦଳି ନଷ୍ଟ କରିଦେଇଛନ୍ତି। ବନ ବିଭାଗ ହାତୀପଲ ଉପରେ ନଜର ରଖିଥିବା ରେଞ୍ଜର ଘନଶ୍ୟାମ ସିଂ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri