ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ

ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ। ଏତିକି ବେଳେ ଏକ ଦନ୍ତା ହାତୀ ତାଙ୍କୁ ଆକ୍ରମଣ କରିଥିଲା। ବଗିଚା ଭିତରୁ ଟାଣିନେଇ ତଳେ କଚାଡି ମାରି ଦେଇଥିଲା। ଅନୁରୂପ ଭାବେ କନରସୁଅଁା ଗ୍ରାମର କାର୍ତ୍ତିକ ଭୂମିଜ ସକାଳୁ ନାଳକୁ ଶୌଚ ପାଇଁ ଯାଇଥିବାବେଳେ ହଠାତ୍‌ ହାତୀ ହାବୁଡରେ ପଡି ଯାଇଥିଲେ। ହାତୀ ଶୁଣ୍ଢରେ ଟେକି ନେଇ କଚାଡି ଦେବାରୁ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?