ଘର ଭିତରୁ ଣୁଣ୍ଢରେ ଟାଣିଆଣି କଚାଡ଼ି ଦେଲା ହାତୀ

ମୋରଡ଼ା,୧୬।୨: ମମତା ଗୃହରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଘର ଭିତରେ ଶୁଣ୍ଢ ପୂରାଇ ଟାଣିଆଣି କଚାଡ଼ି ଦେଲା ହାତୀ। ଏପରି ହୃଦୟ ବିଦାରକ ଘଟଣା ଘଟଛିି ମୟୂରଭଞ୍ଜ ଜିଲା ମୋର ବ୍ଲକ ଅଞ୍ଚଳରେ।
ମୋରୋଡା ବ୍ଲକ ଜୁଆଳିଭଙ୍ଗା ପଞ୍ଚାୟତ କାଳିଆନାଳ ଗାଁରେ ଥିବା ମମତା ଗୃହରେ ପଇନ ଦେହୁରୀ ଗୁରୁବାର ରାତିରେ ଶୋଇଥିଲେ। ବିଳମ୍ବତି ରାତିରେ ନିକଟସ୍ଥ ଜଙ୍ଗଲରୁ ଗୋଟିଏ ଦନ୍ତାହାତୀ ଆସି ତାଙ୍କୁ ଘର ଭିତରୁ ଟାଣିନେଇ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମତ୍ୟୁ ଘଟିଥିଲା। ସକାଳେ ଗାଁ ଲୋକେ ମୃତଦେହ ଦେଖି ବନ ବିଭାଗକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ…

ଗାତରେ ରାସ୍ତା ନା ରାସ୍ତାରେ ଗାତ? ଲଗାଣ ବର୍ଷାରେ ମରଣଯନ୍ତା ପାଲଟିଛି ଗୁଡ଼ାରି-ବିର୍ସା ନାଳ ରାସ୍ତା; ଅଭିଯୋଗ ପରେ ବି…

ଗୁଡ଼ାରି, ୨୩।୯(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ନିକଟସ୍ଥ ବିର୍ସା ନାଳ ବ୍ରିଜ୍‌ରୁ ସହରକୁ ସଂଯୋଗ କରୁଥିବା ପ୍ରାୟ ୨ କିଲୋମିଟର ଦୀର୍ଘ ପ୍ରମୁଖ ରାସ୍ତାର…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?