ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର ୮୦ ବର୍ଷୀୟ ବୃଦ୍ଧ ଗୁରୁବାରୀ ବେହେରାଙ୍କୁ ହାତୀ ଆକ୍ରମଣ କରିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ମାଣିଆବନ୍ଧ ଡାକ୍ତରଖାନା ଓ ପରେ ତିଗିରିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଉଥିବାବେଳେ ମୃତ୍ୟୁ ହୋଇଥିଲା। ତିଗିରିଆ ପୋଲିସ ଓ ତିଗିରିଆ ବନବିଭାଗ ଶବ ଜବତ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

୨୪ ଘଣ୍ଟାରେ ଲଘୁଚାପ: ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର, ୧୫ା୭ (ବନ୍ଦନା ସେଠୀ):ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri