ବାରିପଦା ଅଫିସ,୧୬ା୧- ମୟୂରଭଞ୍ଜ ଜିଲା ଦେଉଳି ରେଞ୍ଜ ଅଞ୍ଚଳରେ ସୋମବାର ସାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟ ହୋଇଛି। ମୃତକ ହେଲେ ସାଲସାହିର ରାମ ଭକ୍ତା(୫୦)। ଘର ବାରଣ୍ଡାରେ ଶୋଇଥିବା ବେଳେ ଝାଡ଼ଖଣ୍ଡୀ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
ବାରିପଦା ଅଫିସ,୧୬ା୧- ମୟୂରଭଞ୍ଜ ଜିଲା ଦେଉଳି ରେଞ୍ଜ ଅଞ୍ଚଳରେ ସୋମବାର ସାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟ ହୋଇଛି। ମୃତକ ହେଲେ ସାଲସାହିର ରାମ ଭକ୍ତା(୫୦)। ଘର ବାରଣ୍ଡାରେ ଶୋଇଥିବା ବେଳେ ଝାଡ଼ଖଣ୍ଡୀ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।
କୋଲକାତା,୨ା୪: ହେନରିଚ୍ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍(ଏସ୍ଆର୍ଏଚ୍) ୬୫ ରନରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର)କୁ ପରାସ୍ତ…
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…
ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…