ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା

କଣିହାଁ,୩୦ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ବଜ୍ରକୋଟ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ରେଙ୍ଗାଳି ଥାନା ବଜ୍ରକୋଟ ଗ୍ରାମର ମାୟାଧର ବେହେରା(୫୫)। ମାୟାଧର ଆଜି ସକାଳେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ଏକ ବଣୁଆ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କଣିହାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗୁରୁବାର ଦିନତମାମ ନିକଟସ୍ଥ ରେଙ୍ଗାଳି ଗ୍ରାମ ଆମ୍ବତୋଟାରେ ୧୬ଟି ହାତୀ ଉପଦ୍ରବ କରିଥିବା ବେଳେ ବନବିଭାଗ ଘଉଡ଼ାଇବାକୁ ଯାଇ ନାକେଦମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ କୋରାପୁଟ: ରାସ୍ତାରେ ଭାସିଲା ନର୍ଦ୍ଦମା ପାଣି

କୋରାପୁଟ, ୨୭।୬(ଅମିତାଭ ବେହେରା): କୋରାପୁଟ ସହରରେ ଶନିବାର ଅପରାହ୍ନ ୧ଟାରୁ ୨ଟା ଯାଏ ପ୍ରାୟ ଘଣ୍ଟାଏ ଧରି ପ୍ରବଳ ବର୍ଷା ହୋଇଛି। ବର୍ଷାରେ ସହରର ଜନଜୀବନ ବେହାଲ…

ମନ୍ଦିରରୁ ଦର୍ଶନ ସାରି ଫେରିବାବେଳେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଇ ଅଟୋ…

ଦିଗପହଣ୍ଡି,୨୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଳାସପୁର ନିକଟ ନୂଆ ଜଲମରା ବ୍ରିଜ ନିକଟରେ ଶନିବାର ମଧ୍ୟାହ୍ନରେ ଏକ ସ୍କୁଟି (ନଂ. ଓଡ଼ି୩୨ ଏମ…

ଧାନକିଣାରେ ମନ୍ଥର, ଜୁନ ଶେଷ, ଉଠିନି ମେ’ ମାସର ଧାନ

ଭବାନୀପାଟଣା,୨୭ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ମେ ୨୦ରୁ ରବି ଧାନ ମଣ୍ଡି ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ଉକ୍ତ ମାସର ଧାନ ଉଠିପାରିନାହିଁ। ଫଳରେ ଗତ ମାସେ…

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri