ନନ୍ଦନକାନନରେ ହାତୀ ବାସନ୍ତୀ ଅସୁସ୍ଥ

ବାରଙ୍ଗ,୧୨ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ହାତୀ ସଫାରିରେ ରହୁଥିବା ମାଈ ହାତୀ ବାସନ୍ତୀ ବୁଧବାର ଅସୁସ୍ଥ ହୋଇପଡ଼ିଛି। ସେ କିିଛିଦିନ ହେବ ଠିକ ଭାବେ ଖିଆପିଆ କରୁନାହିଁ। ବୟସାଧିକ କାରଣରୁ ସେ ବାରମ୍ବାର ବଦହଜମିର ଶିକାର ହେଉଛି। ବୁଧବାର ବଦହଜମିର ଶିକାର ହୋଇଛି। କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକ୍ରମେ ନନ୍ଦନକାନନ ବନ୍ୟପ୍ରାଣୀ ଚିକିତ୍ସକ ବାସନ୍ତୀର ଚିକିତ୍ସା କରିବା ପରେ ସେ ଏକ ପ୍ରକାର ସୁସ୍ଥ ହୋଇଛି। ଗୁରୁବାର ବିଶ୍ବ ହସ୍ତୀ ଦିବସ ଥିବାରୁ କର୍ତ୍ତୃପକ୍ଷ ହାତୀ ବାସନ୍ତୀ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ବାସନ୍ତୀକୁ ଗତ ୧୯୮୫ରେ ୨୧ବର୍ଷ ବୟସର ହୋଇଥିବା ବେଳେ ମାଡ୍ରାସର ଭନ୍ଦାଲୁରରୁ ନନ୍ଦନକାନନକୁ ଅଣାଯାଇଥିଲା। ତାକୁ ଏବେ ୫୭ବର୍ଷ। ନନ୍ଦନକାନନରେ ବର୍ତ୍ତମାନ ୪ଟି ହାତୀ ଅଛନ୍ତି। ସେମାନଙ୍କ ମଧ୍ୟରେ ବଡ଼ହାତୀ ପ୍ରେମା, ବାସନ୍ତୀ, ହୀରା ଓ ଛୁଆ ହାତୀ ମାମା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ଜିତିଲେ ତୁଳାବତୀ

ଝାରସୁଗୁଡ଼ା ଅଫିସ,୧୩।୩: ଝାରସୁଗୁଡ଼ା ଜିଲା ପରିଷଦ ଅଧ୍ୟକ୍ଷା ପଦବୀପାଇଁ ରବିବାର ନିର୍ବାଚନ ହୋଇଛି। ଏଥିରେ ବିଜେଡିର ଏକମାତ୍ର ପ୍ରାର୍ଥିନୀ ଲଇକେରା ୧ ନଂ ଜୋନ ଜିଲା...

ଛୁଟିରେ ଚାଲିଛି ଡ୍ରେନ୍‌ ନିର୍ମାଣ

ଆନନ୍ଦପୁର, ୭।୧୦ (ସ୍ବ.ପ୍ର.)- ପାର୍ବଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଛୁଟିରେ ରହିଥିବା ବେଳେ ଏହି ସମୟରେ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ର ଡ୍ରେନ୍‌ ନିର୍ମାଣ କାର୍ଯ୍ୟ...

ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯ ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା...

କେନାଲରେ ପାଣି: କ୍ଷେତରେ ପହଞ୍ଚୁନି

ପଟ୍ଟାମୁଣ୍ଡାଇ,୨୮ା୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଚଳିତ ଖରିଫ ଚାଷ ବିଳମ୍ବରେ ଆରମ୍ଭ ହୋଇଛି। ବର୍ଷା ନ ଥିବାରୁ ଚାଷୀ ନାନା ହଇରାଣର...

ଉଚ୍ଛେଦ ହେଲା ଜବରଦଖଲ

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ପୌରାଞ୍ଚଳ ଓ୍ବାର୍ଡ ନଂ. ୧୧ରୁ ରବିବାର ପୂର୍ବାହ୍ନରେ ଜବରଦଖଲ ଉଚ୍ଛେଦ ହୋଇଛି। ହାଟଛକଠାରୁ ଖଲାରୀ ଯିବା ରାସ୍ତାରେ ଥିବା ଅଭିରାମ ପରମହଂସ ମଠ...

ସର୍ଗିମୁଣ୍ଡାରେ ଅନାହାର ମୃତ୍ୟୁ ପ୍ରସଙ୍ଗ: ଦଳିତ ଅଧିକାର ମଞ୍ଚର ବୋଡେନ ବ୍ଲକ ଘେରାଉ

ନୂଆପଡା ଅଫିସ/ବୋଡେନ,୨ା୮-ନୂଆପଡା ଜିଲା ବୋଡେନ ବ୍ଲକ କର୍ଲାକୋଟ ଗ୍ରାମପଞ୍ଚାୟତ ସର୍ଗିମୁଣ୍ଡା ଗାଁର ଗୌତମ ବେହେରାଙ୍କ ମୃତ୍ୟୁ ଅନାହାର ଜନିତ ହୋଇଥିଲା। ଏହି ଘଟଣା ଉପରେ ଜିଲା...

୨ ଡକାୟତି ଘଟଣାରେ ୧୧ ଗିରଫ

ଆଳି,୧୮ା୫(ଡି.ଏନ.ଏ.): ଗତ ୨ ମାସ ହେବ କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ଥାନା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ୫ ଡକାୟତଙ୍କ ସମେତ ୧୧ଜଣଙ୍କୁ...

ଯାତ୍ରୀବାହୀ ବସ୍‌ ସମୟକୁ ନେଇ ବିବାଦ

ଆନନ୍ଦପୁର,୫। ୮(ସନ୍ତୋଷ ରାଉତ): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଯାତ୍ରୀବାହୀ ବସ୍‌ ସମୟକୁ ନେଇ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ସମାଧାନ ପାଇଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ...

Advertisement
Archives

Model This Week