ଘର ଭାଙ୍ଗି ହାଣ୍ଡିଆ ପିଇଗଲେ ହାତୀପଲ

ପାଟଣା,୨୯। ୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୨୩ ଟିକିଆ ହାତୀପଲଙ୍କ ଉପଦ୍ରବ ଏକ ସପ୍ତାହ ହେଲା ଜାରି ରହିଛି । ହାତୀପଲ ଗତ ରବିବାର ସାହିର ମିଥୁନ ମହାନ୍ତଙ୍କ ୩ ବଖରା ଘର ଭାଙ୍ଗି ଧାନ, ଚାଉଳ ଖାଇ ଦେଇଥିଲେ। ଗୁରୁବାର ରାତିରେ ପୁଣି ମିଥୁନଙ୍କ ୨ବଖରା ଘର ଭାଙ୍ଗିବା ସହ ୩ ମରେଇ ଧାନ ଓ ୨ ବସ୍ତା ଚାଉଳ ଖାଇବା ସହ ଘର ଭାଙ୍ଗି ଚୁର୍‌ମାର କରିଛନ୍ତି। ପରିବାର ଲୋକେ ଭୟରେ ଘର ଛାଡି ଅନ୍ୟତ୍ର ଆଶ୍ରୟ ନେଇଛନ୍ତି।

ଏଥିସହ ହାତୀପଲ ସରାସ କୋଲା ଗ୍ରାମ ଜିଆଣି ସାହିରେ ମନୁ ଦେହୁରୀଙ୍କ ଘର ଭାଙ୍ଗି ଘର ଭିତରୁ ହାଣ୍ଡିଆ ଖାଇଦେଇଛନ୍ତି। ହାତୀପଲଙ୍କ ଉପଦ୍ରବରେ ଏବେ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏବେ ହାତୀପଲ ୨ ଭାଗ ହୋଇ ମଙ୍ଗଳପୁର ଏବଂ ଝାଟିପଡା ଗାଁ ନିକଟରେ ଥିବା ଜଙ୍ଗଲରେ ଡେରା ପକାଇଛନ୍ତି। ବନ ବିଭାଗ ହାତୀପଲଙ୍କୁ ଘଉଡାଇବାରେ ବିଫଳ ହେଉଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri