ଦନ୍ତାହାତୀର ମୃତଦେହ ଠାବ

ନୀଳଗିରି,୧୮ା୭(ସ୍ବ.ପ୍ର.): ବାରାଗଡ଼ିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାଡ଼ି ପଛପଟେ ଦନ୍ତାହାତୀର ମୃତ୍ୟୁ ହୋଇଛି। ତେବେ ଦନ୍ତା ମୃତ୍ୟୁର କାରଣ ଅସ୍ପଷ୍ଟ। ଘଟଣାସ୍ଥଳରେ ବନବିଭାଗ ଜଗିରହିଛି।

ବାଲେଶ୍ୱର ଜିଲା ନୀଳଗିରି ରେଞ୍ଜର ବାରାଗଡିଆ ଗାଁର ପୁରସ୍ତମ ସିଂଙ୍କ ବାଡ଼ିରେ ଏହି ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ହାତୀ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ବନ ବିଭାଗ ତଦନ୍ତ ଜାରି ରଖିଛି। ଏହି ଘଟଣା ରବିବାର ବିଳମ୍ବିତ ରାତିର ଘଟିଛି। ଉକ୍ତ ଦନ୍ତା ହାତୀଟି କୁଲଡିହା ଅଭୟାରଣ୍ୟର। ଅଭୟାରଣ୍ୟକୁ ସଂଲଗ୍ନ ଥିବା ତିନିକୋଶିଆ, ଗୋପାଳପୁର ଓ ଅଯୋଧ୍ୟା ସଂରକ୍ଷିତ ଜଙ୍ଗଲରେ ବହୁଦିନ ଧରି ରହି ଆସୁଥିଲା। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ଉତ୍ତେଜନା: ପଦାଧିକାରୀଙ୍କୁ ଛୁଇଁ ସଂକ୍ରମିତ କରିବାକୁ ଗୋଡ଼ାଇଲେ ଆକ୍ରାନ୍ତ

କଟକ ଅଫିସ୍‌,୫।୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ...

ଜେଲ ଗଲେ ଚିଲିକା ବିଧାୟକ

ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ...

ମା’ ପାଟଖଣ୍ଡାଙ୍କ ପୀଠରେ ଶ୍ୟାମାକାଳୀ ପୂଜା

ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ପୀଠରେ ଶ୍ୟାମାକାଳୀ ପୂଜା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି। ଦୀପାବଳି...

ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ବିଧାୟକ

ବଇଣ୍ଡା, ୬ା୨(ଡି.ଏନ୍‌.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ୧୩ନଂ. ଜୋନ୍‌ରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଜେଡି ପ୍ରାର୍ଥୀ ବିଷ୍ଣୁପ୍ରିୟା ପ୍ରଧାନ ଶନିବାରଠାରୁ ପ୍ରଚାର ଜୋର୍‌ଦାର କରିଛନ୍ତି।...

ଟ୍ରକ ଚଢ଼ାଇ ମାରିବା ଅଭିଯୋଗରେ ଚାଳକ କୋର୍ଟଚାଲାଣ

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍‌...

୫ ଗାଁକୁ ଖୋଲିବ ରାସ୍ତା

ରାଇକିଆ,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶର ପଞ୍ଚାୟତର କୁରୁଗୁଡ଼ା ପୋଲର ଶିଳାନ୍ୟାସ କରିଛନ୍ତି ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ। ୫ ଊଦ୍ଧର୍‌ବ ଗାଆଁକୁ ସଂଯୋଗ...

କାଷ୍ଠା ଉପବାସର ପର୍ବ ଦଣ୍ଡଯାତ୍ରା

ନୟାଗଡ଼ ଅଫିସ:୧୩ା୪: କାଷ୍ଠା ଉପବାସ ରହି ଅଗ୍ନିଦଣ୍ଡ ଧରି ଦିନତମାମ ରୌଦ୍ର ତାପରେ ଅବିଶ୍ରାନ୍ତ ଯାତ୍ରା ହେଉଛି ଦଣ୍ଡଯାତ୍ରା। ଏହାର ଠାକୁର କାମନାବର ବା ବାନାମ୍ବର...

ଗ୍ୟାସ୍‌ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୬ ବଖରା ଜଳିଗଲା

ପଦ୍ମପୁର,୨୧।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତ ଶ୍ରୀବତ୍ସପୁର ଗ୍ରାମର କାର୍ତ୍ତିକ ଚନ୍ଦ୍ର ନାୟକଙ୍କ ଘରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ଟାଙ୍କି ଫାଟି...

Advertisement
Archives

Model This Week