ହାତୀ ମୃତ୍ୟୁ ମାମଲା: ଫରେଷ୍ଟର,ଗାର୍ଡ ନିଲମ୍ବିତ

କେନ୍ଦୁଝର,୩୦।୮ (ସ୍ବ.ପ୍ର.) ସ୍ଥାନୀୟ ଓୟୁଏଟି କ୍ୟାମ୍ପସରେ ଦୁଇ ମାଈହାତୀ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିବା ଘଟଣାରେ ବନ ବିଭାଗ ଫରେଷ୍ଟର ପ୍ରଦୀପ ବାରିକ ଏବଂ ଗାର୍ଡ ମିତ୍ରଭାନୁ ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଆର୍‌ସିସିଏଫ୍‌ ତାଙ୍କୁ ନିଲମ୍ବନ କରିଛନ୍ତି।
ଗତ ୨୫ ତାରିଖରେ ବିଦ୍ୟୁତ୍‌ ତାର ଲାଗି ଦୁଇ ମାଈହାତୀଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ବନ ବିଭାଗ ବିଦ୍ୟୁତ୍‌ ବିଭାଗର ଅବହେଳାକୁ ନେଇ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ତେବେ ଜବାବ ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଏଫ୍‌ଓ ଧନରାଜ ଏଚ.ଡି. ସୂଚନା ଦେଇଥିଲେ। ଏବେ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ବେଳେ ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ବିରୋଧରେ କ’ଣ ପଦକ୍ଷେପ ନେବ ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri