ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୧୮ା୧: ହାଇକୋର୍ଟରେ ପହଞ୍ଚିଛି ହାତୀ ମୃତ୍ୟୁ ମାମଲା। ହାତୀଙ୍କୁ ସୁରକ୍ଷା ଦେବା ପାଇଁ ତୁରନ୍ତ ଆକ୍ସନ ପ୍ଲାନ ଲାଗୁ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୩ ସପ୍ତାହ ମଧ୍ୟରେ ଏହି ଆକ୍ସନ ପ୍ଲାନ ଲାଗୁ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବନ କର୍ମଚାରୀ ତୁରାମ ପୂର୍ତ୍ତି ଆତ୍ମହତ୍ୟା ମାମଲାରେ ତାଙ୍କ ସ୍ତ୍ରୀ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ରହିଛି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଶୀତ, ୧୦ ଡିଗ୍ରୀ ତଳେ ୧୬ ସହରର ତାପମାତ୍ରା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଏବେ ସାରା ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଅସହ୍ୟ ଜାଡ଼ରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ...

୧୬୦ ନମୁନାରୁ ନେଗେଟିଭ ଆସିଛି ୧୯

ସୁନାବେଡ଼ା,୧୬ା୪: କୋରାପୁଟ ଜିଲାରୁ ଏଯାବତ୍‌ ଜଣେ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇନାହାନ୍ତି। ଏହାସତ୍ତ୍ୱେ ଜିଲା ପ୍ରଶାସନ କୋଭିଡ୍‌-୧୯ ମୁକାବିଲା ପାଇଁ ସଜାଗ ରହିଛି। ଜିଲା...

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ...

କୋଭିଡ ପରିଚାଳନା ନେଇ ଘୋଷଣା ହୋଇପାରେ ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟ କୋଭିଡ ପରିଚାଳନା ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା ହୋଇପାରେ। ଦ୍ୱିପ୍ରହର ୨ଟା ୩୦ରେ ଖବରଦାତା ସମ୍ମିଳନୀ କରିବେ ମୁଖ୍ୟ ଶାସନ ସଚିବ। ଏଥିରେ...

ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ

ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍‌ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା...

କୋଭିଡ୍‌- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୬।୬- କୋଭିଡ୍‌-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ...

ବଡ଼ଦିନ ଯାଏ ପ୍ରବଳ ଶୀତ: ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଓଡ଼ିଶା ପ୍ରବଳ ଶୀତରେ ଥରୁଛି। ଆଗାମୀ ଦୁଇ-ତିନି ଦିନ ଯାଏ ରାଜ୍ୟରେ ଶୀତ ଲହରି ଜାରି ରହିବା ନେଇ ପାଣିପାଗ ବିଭାଗ ସତର୍କ କରିଛି।...

ବଢ଼ିଲା ଅନୁକମ୍ପା ରାଶି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି।...

Advertisement
Archives

Model This Week